ଦିନକରେ ୫୦ ହଜାରରୁ ଊର୍ଦ୍ଧ୍ୱ କରୋନା ଟେଷ୍ଟ

ଭୁବନେଶ୍ୱର: ରାଜ୍ୟରେ ଦିନକରେ ପୁଣି ୫୦ ହଜାରରୁ ଊର୍ଦ୍ଧ୍ୱ କରୋନା ଟେଷ୍ଟ ହୋଇଛି। ଗୋଟିଏ ଦିନରେ ୫୦ ହଜାର ୫୨୫ କରୋନା ଟେଷ୍ଟ କରାଯାଇଛି। RTPCR, ଆଣ୍ଟିଜେନ୍ ଓ ଟ୍ରୁନଟ୍ ମାଧ୍ୟମରେ ପରୀକ୍ଷା କରାଯାଇଥିବା ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି।

ପ୍ରଦୀପ୍ତଙ୍କ ସୂଚନାନୁସାରେ, RTPCR-୫,୧୦୬, ଆଣ୍ଟିଜେନ୍-୪୫,୩୪୩, ଟ୍ରୁନଟ- ୭୬ କରୋନା ଟେଷ୍ଟ କରାଯାଇଛି। ମୋଟ କରୋନା ଟେଷ୍ଟ ସଂଖ୍ୟା ୧୦ ଲକ୍ଷ ଟପିଥିବା ସେ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ

ପୋଲିସ ପଞ୍ଝାରେ କଫ୍ ସିରପ୍ ମାଫିଆ ଜଗା, ୧୮ ଶହ ବୋତଲ ଜବତ

କୋରାପୁଟରୁ କଟକ: ପୂରଣ ହେଲା ଆଦିବାସୀ ଝିଅର ସଙ୍ଗୀତ ସ୍ଵପ୍ନ

ଦିନକରେ ସୁସ୍ଥ ହେଲେ ୪୦୧୮ କରୋନା ଆକ୍ରାନ୍ତ

Bhubaneswar Corona News: ଭୁବନେଶ୍ୱରରୁ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ, ୨୧୮ ଲୋକାଲ କେସ୍

ଶ୍ରୀକୃଷ୍ଣଙ୍କ ପ୍ରେମରେ ବାୟା ଋଷିଆନ୍ ଦମ୍ପତି

‘ବିଜେଡିର ବିରୋଧ ପଛରେ ସିବିଆଇ ରେଡ୍’

ବୋହୂର ପିଲାପିଲି ନହେବାରୁ ଶ୍ୱଶୁର ଭିଆଇଲା ଏଭଳି କାଣ୍ଡ

ରାଜ୍ୟରେ କାହିଁକି ବଢ଼ୁଛି କରୋନା ସଂକ୍ରମଣ?

ଡାକ୍ତରଖାନା ଷ୍ଟ୍ରେଚରରେ ରୋଗୀଙ୍କୁ ଶୁଆଇ ସହର ବୁଲିଲେ ସଂପର୍କୀୟ

ରାଜ୍ୟସଭାରେ କୃଷି ବିଲ୍‌କୁ ବିରୋଧ କଲା ବିଜେଡି

ଘର ଭିତରୁ ମିଳିଲା ବାଘର କଟା ମୁଣ୍ଡ, ଛାଲ

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

You might also like