ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

ଭୁବନେଶ୍ୱର: କୋଭିଡ୍‌ କଟକଣା ଭିତରେ ଅକ୍ଟୋବର ମାସରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା ରହିଛି। ଏ ନେଇ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ସୂଚନା ଦେଇଛନ୍ତି।

ସେ କହିଛନ୍ତି, କରୋନାରେ ପର୍ଯ୍ୟଟନ ବିଭାଗ ସବୁଠୁ ଅଧିକ କ୍ଷତିଗ୍ରସ୍ତ ହୋଇଛି। ତେଣୁ ଅକ୍ଟୋବରରୁ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା ରହିଛି।

ତେବେ ମନ୍ଦିର ପ୍ରଶାସନ ଓ ଆଇନ ବିଭାଗ ମନ୍ଦିର ଖୋଲିବା ଉପରେ ନିଷ୍ପତ୍ତି ନେବେ ବୋଲି ପର୍ଯ୍ୟଟନ ମନ୍ତ୍ରୀ କହିଛନ୍ତି।

ଆହୁରି ପଢ଼ନ୍ତୁ

ଉପନିର୍ବାଚନ ପାଇଁ ୩ରେ ଛୁଟି ଘୋଷଣା

ରାଜ୍ୟରେ ମନ୍ଦିର ଖୋଲାଯିବା ଦରକାର: ଧର୍ମେନ୍ଦ୍ର

୨ଟି ଥାଳି ଫ୍ରି ଆଶାରେ ଅନ୍‌ଲାଇନ୍ ଅର୍ଡର କରୁଥିବା ବ୍ୟକ୍ତିଙ୍କ ଅବସ୍ଥା କଣ ହେଲା ଜାଣନ୍ତୁ

ସୁସ୍ଥ ହୋଇଥିବା ଲୋକଙ୍କୁ ବି ପୁଣି ଥରେ କରୋନା ହେବ କି ନାହିଁ ? ଓଡ଼ିଶାରେ ମିଳିଲା ପ୍ରମାଣ

ଟ୍ରକ୍ ଧକ୍କାରେ ଚାଲିଗଲା ଅଜା-ନାତିର ଜୀବନ

ହବିଷ୍ୟାଳୀଙ୍କ ପାଇଁ ମିଳିବ ମହାପ୍ରସାଦ

ଭୁବନେଶ୍ୱରରେ ଅଧା ଲୋକଙ୍କୁ ଛୁଇଁଗଲାଣି କରୋନା

ନିର୍ବାଚନ ପୂର୍ବରୁ ୧୫୦୦ ଅପରାଧୀ ଚିହ୍ନଟ, ୭୫ ୱାରେଣ୍ଟିଙ୍କୁ ଜେଲ୍

ଫେସବୁକ୍‌ରେ ପ୍ରେମ ନିବେଦନ କରି ଯୁବତୀଙ୍କୁ ଦେଖା କରିବାକୁ ଯାଇଥିଲେ, ତା’ ପରେ…

ଘର ତିଆରି ପାଇଁ ୧୫ ହଜାର ଟଙ୍କାରେ ବିକିଥିଲେ ଶିଶୁ କନ୍ୟା 

‘ଓଡ଼ିଶାରେ କରୋନା ରି-ଇନ୍‌ଫେକ୍‌ସନ୍ ହେଉଛି ’

ବ୍ରହ୍ମପୁରରୁ ଦୁବାଇକୁ ଲମ୍ବିଛି IPL ବେଟିଂ, ଜବତ ହେଲା ଲକ୍ଷାଧିକ ଟଙ୍କା

You might also like