ରାଜଭବନ ରାସ୍ତାରେ ଲାଗୁ ହେଲା ଟ୍ରାଫିକ୍‌ କଟକଣା

ଭୁବନେଶ୍ୱର: ରାଜଭବନ ନିକଟ ପେଟ୍ରୋଲ ପମ୍ପ୍ ରାସ୍ତାରେ ଯାତାୟାତ କଟକଣା ଲାଗୁ ହୋଇଛି। ଗତକାଲି ଅପରାହ୍ନରେ ପେଟ୍ରୋଲ ପମ୍ପରେ ଭୟଙ୍କର ବ୍ଲାଷ୍ଟ୍‌ ହୋଇ ନିଆଁ ଲାଗିବା ପରେ ହୁତୁ ହୁତୁ ହୋଇ ଜଳିଥିଲା ପେଟ୍ରୋଲ ପମ୍ପ।

ତେବେ ସୁରକ୍ଷା କାରଣରୁ ପେଟ୍ରୋଲ ପମ୍ପ୍ ରାସ୍ତାରେ ଯାତାୟାତ କଟକଣା ଲାଗୁ ହୋଇଛି। ଏ ନେଇ ପୋଲିସ୍ କମିଶନର ସୂଚନା ଦେଇଛନ୍ତି।

ସ୍ଥାନ ସୁରକ୍ଷିତ ଘୋଷଣା ନ ହେବା ପର୍ଯ୍ୟନ୍ତ ଟ୍ରାଫିକ କଟକଣା ରହିବ ବୋଲି ପୋଲିସ୍ କମିଶନର କହିଛନ୍ତି।

ସୂଚନାଥାଉ କି, ପେଟ୍ରୋଲ ପମ୍ପ୍ ଅଞ୍ଚଳ ବିପଦ ମୁକ୍ତ ବୋଲି ଆଜି ସକାଳେ ଅଗ୍ନିଶମ ଡିଜି କହିଥିଲେ।

ପଢ଼ନ୍ତୁ: ପେଟ୍ରୋଲ୍‌ ପମ୍ପରେ ବ୍ଲାଷ୍ଟ୍‌ ଘଟଣା; ଜଣେ ମୃତ

ଆହୁରି ପଢ଼ନ୍ତୁ

ଓଡ଼ିଶାରେ କରୋନା ଟିକା ମାଗଣାରେ ଦିଆଯିବ କି? ରଣେନ୍ଦ୍ରଙ୍କ ପ୍ରଶ୍ନର ଜବାବ ରଖିଲା ବିଜେପି

ବିଶ୍ୱାସରେ ବିଷ ଦେଇଦେଲେ ସାଙ୍ଗ !

ଥାନା ଅଧିକାରିଣୀଙ୍କ ଶୁଭେଚ୍ଛା ବିଜ୍ଞାପନରେ ବିଧାୟକଙ୍କ ଫଟୋ ଓ ଦଳୀୟ ଚିହ୍ନ

‘ଓଡ଼ିଶା ଲୋକଙ୍କୁ ମାଗଣା ଟିକା ପାଇଁ କଥାଦେବାକୁ ପଛଘୁଞ୍ଚା କାହିଁକି?’

କୋରାପୁଟରେ ମାଓ ବିରୋଧୀ ପୋଷ୍ଟର

ରାସ୍ତାରୁ ଉଠୁ ନାହାନ୍ତି ମହିଳା

ବରମୁଣ୍ଡା ବ୍ରିଜ୍‌ ତଳୁ ମିଳିଲା ଯୁବକଙ୍କ କ୍ଷତାକ୍ତ ମୃତଦେହ

୨୯ରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା

ଓଡ଼ିଶାରେ କରୋନା ସ୍ଥିତି: ଆଖି ବୁଜିଲେ ଆଉ ୧୬ କରୋନା ଆକ୍ରାନ୍ତ

ଦିନକରେ ଓଡ଼ିଶାରେ ୧,୬୩୩ କରୋନା ପଜିଟିଭ୍‌‌ ଚିହ୍ନଟ

ଟ୍ରକ୍‌କୁ ଧକ୍କା ଦେଲା ଟ୍ରକ୍‌, ଚାଲିଗଲା ୨ ଜୀବନ

ନିଖୋଜ ହୋଇଥିବା ବୀରମିତ୍ରପୁର ଥାନା ଦୁଷ୍କର୍ମ ପୀଡ଼ିତା ଉଦ୍ଧାର

You might also like