• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Ranjeet Kumar Jena

ଚିତ୍ରକୁଣ୍ଡା: ଜୀବନକୁ ବାଜି ଲଗେଇ ନିଜର କର୍ତ୍ତବ୍ୟ ସଂପାଦନ କରିଥିବା ୨ ଅଙ୍ଗନବାଡ଼ି କର୍ମୀ ଏବେ ଅନ୍ୟମାନଙ୍କ ପାଇଁ ରୋଲ୍‌ ମଡେଲ୍‌ ପାଲଟିଛନ୍ତି। ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକ ରାଳେଗାଡ଼ା ପଞ୍ଚାୟତର ୨ କର୍ମୀ ହେମଲତା ଶୀଶା ଓ ପ୍ରମିଳା ପେନେଲ ଭରା ନଈରେ ପାର ହୋଇ ନିଜର ଦାୟିତ୍ୱ ତୁଲାଇଛନ୍ତି।

ବର୍ଷା ଦିନେ ପାଞ୍ଚାୟତର ଅନେକ ଗାଁ ବିଛିନ୍ନ ହୋଇଯାଏ। ଏହି ସମୟରେ ମହିଳା ଓ ଶିଶୁଙ୍କ ସେବା କରିବା ଲାଗି ୨ କର୍ମୀ ଅଣ୍ଟାରେ ନାଉତୁମ୍ବା ବାନ୍ଧି ନଦୀ ପାର ହୋଇ ସୁଆପାଲି ଓ ନେରୁଡ଼ି ଗାଁରେ ପହଞ୍ଚିଥାନ୍ତି।

ତେବେ ଦୁହେଁ ପ୍ରତିବର୍ଷ ବର୍ଷା ଋତୁରେ ଏପରି କଷ୍ଟସାଧ୍ୟ ଓ ବିପଦପୂର୍ଣ୍ଣ ଯାତ୍ରା କରି ନିଜର ଦାୟିତ୍ୱ ତୁଲାଇ ଥାଆନ୍ତି। ଜୀବନକୁ ବାଜି ଲଗାଇ ସେବା କରୁଥିବାରୁ ଦୁହିଁଙ୍କୁ ସମସ୍ତେ ପ୍ରଶଂସା କରିଛନ୍ତି।

Two-anganwadi-workers-risked-their-lives-to-cross-river
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories