• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Odishatv Bureau

ଭୁବନେଶ୍ୱର: ହୁତୁହୁତୁ ହୋଇ ଜଳିଗଲା ବସ୍‌। ଭୁବନେଶ୍ୱର ଖଣ୍ଡଗିରି ଛକରେ ୨ଟି ବସ୍‌ ଜଳି ଯାଇଛି। ଆଜି ସକାଳେ ଏହି ଘଟଣା ଘଟିଛି। ଘଟଣାସ୍ଥଳରେ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି।

ମିଳିଥିବା ସୂଚନା ଅନୁସାରେ, ଖଣ୍ଡଗିରି ଛକ ନିକଟରେ ଥିବା ପ୍ରେଟ୍ରୋଲ ପମ୍ପ ନିକଟରେ ଥିବା ଏକ ପଡ଼ିଆରେ ଅବ୍ୟବହୃତ ଅବସ୍ଥାରେ ପଡ଼ି ରହିଥିବା ୨ଟି ପୁରୁଣା ବସ୍‌ ହୁତୁହୁତୁ ହୋଇ ଜଳି ଯାଇଛି।

ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବାବେଳେ, ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ବସ୍‌ ଜଳି ଯାଇଥିବା ସନ୍ଦେହ କରାଯାଉଛି।

Two-buses-catches-fire
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories