ଶୋଇଥିଲେ, କାମୁଡ଼ିଦେଲା ସାପ

ମାଲକାନଗିରି(ଜିତେନ୍ଦ୍ର ବେଉରା): ମାଲକାନଗିରି ଜିଲ୍ଲା ପଡିଆ ବ୍ଲକ୍‌ କାପନପଲ୍ଲୀ ଗାଁରେ ସାପ କାମୁଡ଼ାରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ଜଣେ ଶିଶୁ ଗୁରୁତର ହୋଇଛି।

ମୃତକ ଦୁଇଜଣ ମହିଳା ବୋଲି ଜଣାପଡ଼ିଛି। ସେମାନେ ହେଲେ ଦେବେ ମାଡ଼ି ଓ ରାଧେ ମାଡ଼ି। ଶିଶୁଟିକୁ ପଡ଼ିଆ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।

ଗତକାଲି ରାତିରେ ଶୋଇଥିବା ତିନି ଜଣଙ୍କୁ ସାପ କାମୁଡ଼ି ଦେଇଥିଲା।  ସେମାନଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନା ନେବାବେଳେ ବାଟରେ ଦୁଇ ଜଣ ମହିଳାଙ୍କର ମୃତ୍ୟୁ ଘଟିଥିଲା।

 

ଆହୁରି ପଢ଼ନ୍ତୁ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

କରୋନା ଆକ୍ରାନ୍ତ ଗର୍ଭବତୀ କେମିତି ନେବେ ଯତ୍ନ? ପରାମର୍ଶ ଦେଲେ ବିଶେଷଜ୍ଞ

ନିଜ କର୍ମଚାରୀଙ୍କୁ ଚିହ୍ନଟ କରିପାରୁନି କି ପୋଲିସ?

ପୁଣିଥରେ ମହିଳା କମିଶନଙ୍କ ନିକଟରେ ହାଜର ହେବା ପାଇଁ ଓଟିଭି ଏମଡିଙ୍କୁ ସମନ

ଭୁବନେଶ୍ୱରରେ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୩୪୫ ପଜିଟିଭ୍ ଚିହ୍ନଟ

ଏଥର କେମିତି ବସିବ ବିଧାନସଭାର ମୌସୁମୀ ଅଧିବେଶନ, ଜାଣନ୍ତୁ

+୨ ନାମ ଲେଖା ଅବଧି ବଢ଼ିଲା

ଚାହୁଁ ଚାହୁଁ ଜଳିଗଲା ଚଳନ୍ତା କାର୍

ଘରୁ ମିଳିଲା ନାବାଳିକାର ଅର୍ଦ୍ଧଦଗ୍ଧ ମୃତଦେହ

You might also like