ଲ୍ୟାଣ୍ଡ ମାଇନ୍ ବିସ୍ଫୋରଣରେ ୨ ମୃତ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲାରେ ପୁଣି ମାଓବାଦୀ ହିଂସାକାଣ୍ଡ ଘଟାଇଛନ୍ତି।

ମେଟଗୁଡ଼େମ୍‌ ଜଙ୍ଗଲରେ ମାଓବାଦୀଙ୍କ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ଜଣେ ମହିଳାଙ୍କ ସମେତ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି।

ପୁଲିସ୍‌କୁ ଟାର୍ଗେଟ୍‌ କରି ମାଓବାଦୀ ଏହି ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣ କରିଥିବା ଜଣାପଡ଼ିଛି।  ଲ୍ୟାଣ୍ଡ ମାଇନ୍ ବିସ୍ଫୋରଣ ନେଇ ସୁକ୍‌ମା ଏସ୍‌ପି ଅଭିଷେକ ମୀନା ସୂଚନା ଦେଇଛନ୍ତି।

You might also like