• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Abinash Pati

ଭୁବନେଶ୍ୱର:୨୦୧୧ ବହୁଚର୍ଚ୍ଚିତ ପିପିଲି ଗଣଦୁଷ୍କର୍ମ ଓ ହତ୍ୟା ମାମଲାରେ ଆଜି ରାୟ ପ୍ରକାଶ ପାଇଛି। ପ୍ରମାଣ ଅଭାବରୁ ଅଭିଯୁକ୍ତ ୨ ଭାଇ ସୁକାନ୍ତ ପ୍ରଧାନ ଓ ପ୍ରଶାନ୍ତ ପ୍ରଧାନଙ୍କୁ ନିର୍ଦ୍ଦୋଷ ଘୋଷଣା କରିଛନ୍ତି ଭୁବନେଶ୍ୱର ଅତିରିକ୍ତ ଜିଲ୍ଲା ଦୌରାଜଜ୍‌।

୨୦୧୧ରେ ପିପିଲିର ଜଣେ ଯୁବତୀ ଗଣଦୁଷ୍କର୍ମର ଶିକାର ହୋଇଥିଲେ। ଦୀର୍ଘଦିନ କୋମାରେ ରହିବା ପରେ ୨୦୧୨ ଜୁନ୍‌ ୨୧ ତାରିଖରେ କଟକ ବଡ଼ ମେଡ଼ିକାଲ୍‌ରେ ସେ ଆଖି ବୁଜିଥିଲେ। ଏହି ଘଟଣାରେ ଅଭିଯୁକ୍ତଙ୍କୁ କଠୋର ଶାସ୍ତି ଦାବିରେ ରାଜ୍ୟବ୍ୟାପୀ ଆନ୍ଦୋଳନ ହୋଇଥିଲା। କୁଜି ନେତାଙ୍କଠାରୁ ବଡ଼ ରାଜନେତା ଏଥିରେ ସମ୍ପୃକ୍ତ ଥିବା ଅଭିଯୋଗ ହୋଇଥିଲା।

ଏହି ଘଟଣାର ତଦନ୍ତ କରି ଜଷ୍ଟିସ୍‌ ପି.କେ.ମହାନ୍ତି କମିଶନ ୨୦୧୬ ମାର୍ଚ୍ଚ ୩୦ ତାରିଖରେ ସରକାରଙ୍କୁ ରିପୋର୍ଟ ଦେଇଥିଲେ। ପିପିଲିର ତତ୍କାଳୀନ ଆଇଆଇସି ଅମୂଲ୍ୟ ଚମ୍ପତିରାୟଙ୍କୁ ବରଖାସ୍ତ କରାଯାଇଥିଲା।

 

Two-main-accused-in-pipili-gangrape-case-acquitted-for-want-of-evidence12
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories