ରାଜ୍ୟରେ ଆଉ ୨ ଜୀବନ ନେଲା କରୋନା

ଗଞ୍ଜାମ: ରାଜ୍ୟରେ ଆଉ ୨ଟି ଜୀବନ ନେଇଛି କରୋନା। ଉଭୟ ମୃତକ ହେଉଛନ୍ତି ଗଂଜାମ ଜିଲ୍ଲାର। ଦୁଇ ଜଣ ଯାକ ମହିଳା। ଜଣକର ବୟସ ୪୮ ବର୍ଷ ହୋଇଥିବା ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।  ଦ୍ୱିତୀୟ ମୃତକ ଜଣକ କିଡନି ରୋଗରେ ପୀଡ଼ିତ ଥିଲେ। ଗଂଜାମର ଏହି ଦୁଇ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୨୫ରେ ପହଞ୍ଚିଛି। କେବଳ ଗଂଜାମ ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୧୪ ହେଲାଣି।

ଅନ୍ୟପଟେ ଆଜି ରାଜ୍ୟରେ ଆଉ ୨୦୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ସୂଚନା ଦେଇଛି ସୂଚନା ଓ ଲୋକ ସମ୍ପର୍କ ବିଭାଗ। ଏହି ୨୦୬ ମଧ୍ୟରୁ କ୍ୱାରେଣ୍ଟିନ୍‌ରୁ ୧୯୨ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କଣ୍ଟା ୧୪ ରହିଥିଲେ ବୋଲି ବିଭାଗ ପକ୍ଷରୁ ସୂଚନା। ୨୦୬ ଆକ୍ରାନ୍ତଙ୍କ ମଧ୍ୟରୁ ମାଲକାନଗିରି ଜିଲ୍ଲାରୁ ସର୍ବାଧିକ ୩୬ ଚିହ୍ନଟ ହୋଇଥିବା

ଆହୁରି ପଢ଼ନ୍ତୁ

ଓଟିଭି ଏମ୍‌ଡିଙ୍କ ବିରୋଧରେ ପୁଣି ଏକ ଅଭିଯୋଗ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪, ୩୫୬ କରୋନା ଆକ୍ରାନ୍ତ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା‌

ଜବତ ହେଲା ବିପୁଳ ନକଲି କରୋନା ଔଷଧ

ବିଧାନସଭାର ମୌସୁମୀ ଅଧିବେଶନ; ରବିବାର ବି ଚାଲିବ ଗୃହକାର୍ଯ୍ୟ

ବିଧାନସଭା ମୌସୁମୀ ଅଧିବେଶନ; କଭରେଜ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କର ହେବ କରୋନା ଟେଷ୍ଟ

ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ଚିଠି ଲେଖିଲେ ନବୀନ

ନାଳରେ ପଶିଗଲା ଚଳନ୍ତା କାର

ବନ୍ଦ ହୋଇଯିବ କି ରାଜଧାନୀର ଦୋକାନ?

ଦିନକରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱରରୁ ୩୨୬ କରୋନା ପଜିଟିଭ ଚିହ୍ନଟ, ୨୫୬ ଲୋକାଲ କଣ୍ଟାକ୍ଟ

You might also like