୨ ଟ୍ରକ୍ ମୁହାଁମୁହିଁ ଧକ୍କା ; ଗୋଟିଏ ଟ୍ରକ୍‌ର ଡ୍ରାଇଭର ମୃତ, ଅନ୍ୟ ଏକ ଟ୍ରକ୍‌ ଡାଇଭର ଗୁରୁତର

ବାରିପଦା ( ମାଣିକ ଲାଲ୍ ପାଣି) : ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ୪୯ ନମ୍ବର ଜାତୀୟ ରାଜପଥ ବାଙ୍ଗିରିପୋଷି ଘାଟିରେ ମୁହାଁମୁହିଁ ହୋଇଛନ୍ତି ୨ଟି ଟ୍ରକ୍ । ଘଟଣାସ୍ଥଳରେ ଜଣେ ଟ୍ରକ୍ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଏକ ଟ୍ରକର ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି।

ଆହତ ଡ୍ରାଇଭରଙ୍କୁ ଗୁରୁତର ଅବସ୍ଥାରେ ବାଙ୍ଗିରିପୋଷି ମେଡିକାଲରେ ଭର୍ତ୍ତି କରାଯାଇଛି। ଏହି ଜାତୀୟ ରାଜପଥରେ ଯାନବାହନ ଚଳାଚଳ ପ୍ରଭାବିତ ହୋଇଛି।

ଆହୁରି ପଢ଼ନ୍ତୁ

ପଶ୍ଚିମବଙ୍ଗ ଓ ବାଂଲାଦେଶ ମୁହାଁଉଛି ବଙ୍ଗୋପସାଗରରେ ସୃଷ୍ଟ ଡିପ୍ରେସନ୍‌

ମାତ୍ର ୬ ମିନିଟ୍‌ରେ ନୟାପଲ୍ଲୀରୁ ଏୟାରପୋର୍ଟ ପହଞ୍ଚିଲା ଆମ୍ବୁଲାନ୍ସ

ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଡ୍ରୟର୍‌ରୁ ମିଳିଲା ଲକ୍ଷାଧିକ ଟଙ୍କା

ଦିନକରେ ଆଖି ବୁଜିଲେ ୧୮ କରୋନା ରୋଗୀ

ଓଡ଼ିଶାରେ ତଳ ମୁହାଁ କରୋନା ଗ୍ରାଫ୍‌, ଦିନକରେ ୧,୭୯୩ ପଜିଟିଭ୍‌ ଚିହ୍ନଟ

ମାଟ୍ରିକ୍‌ ସପ୍ଲିମେଣ୍ଟାରୀରେ ତ୍ରୁଟିପୂର୍ଣ୍ଣ ମୂଲ୍ୟାୟନ: ୩୦ ମାର୍କରୁ ମିଳିଲା ୪୨

ଜାହାଜରୁ ଖସି ପଡ଼ିଲେ ୩ ନାବିକ

ଆଜି ପବିତ୍ର ମହା ସପ୍ତମୀ; ଖାଁ ଖାଁ ଲାଗୁଛି ପୂଜା ମଣ୍ଡପ

ଜେଲ୍‌ ଗଲେ ପୂର୍ତ୍ତ ବିଭାଗର ସହକାରୀ ଯନ୍ତ୍ରୀ

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୧୨୮ କରୋନା ଆକ୍ରାନ୍ତ

‘ପ୍ରତିଦିନ ହୋଲସେଲ୍ ଓ ଖୁଚୁରା ଦୋକାନ ଯାଞ୍ଚ କର’

ଏଣିକି ଯୋଗାଣ ବିଭାଗର ୪ ବ୍ୟବସ୍ଥା ଅନଲାଇନ୍‌

You might also like