ଢେଙ୍କାନାଳ ଜିଲ୍ଲାପାଳଙ୍କ ଅଫିସରେ ଲଙ୍କାକାଣ୍ଡ ; ଓକିଲ ସଂଘ ପକ୍ଷରୁ ଘେରାଉ ବେଳେ ଉତ୍ତେଜନା

ଢେଙ୍କାନାଳ (ରାଜଶ୍ରୀ ଶତପଥୀ ) : ଢେଙ୍କାନାଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଲଙ୍କାକାଣ୍ଡ।  ଜିଲ୍ଲାପାଳ ଓକିଲଙ୍କୁ ଦୁର୍ବ୍ୟବହାର କରିଥିବା ଅଭିଯୋଗରେ ଭଙ୍ଗାରୁଜା ସହ ଉତ୍ତେଜନା ଦେଖାଦେଇଛି।

ଅତିରିକ୍ତ ଜିଲ୍ଲାପାଳଙ୍କୁ ଓକିଲମାନେ ଠେଲାପେଲା କରିଥିବା ସୂଚନା ମିଳିଛି। ଜିଲ୍ଲାପାଳଙ୍କ ଦୁର୍ବ୍ୟବହାର ଘଟଣାକୁ ନେଇ ତାତିଥିଲେ ଓକିଲ। ସଂଘବଦ୍ଧ ଭାବେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଆସି ଘେରାଉ କରିଥିଲେ।

ସୂଚନା ମୁତାବକ, ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ କିଛି ମାମଲା ବିଚାର ହେବାର ଥିଲା। ଓକିଲମାନେ ଦୀର୍ଘ ସମୟ ଧରି ଅପେକ୍ଷା କରିବା ପରେ ମଧ୍ୟ ଜିଲ୍ଲାପାଳ ଆସିନଥିଲେ। ଜିଲ୍ଲାପାଳଙ୍କୁ ବିଳମ୍ବର କାରଣ ପଚାରିବାରୁ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି। ଜିଲ୍ଲାପାଳ ଓକିଲଙ୍କୁ ଦୁର୍ବ୍ୟବହାର କରିବା ସହ ଧକ୍କା ମାରି ବାହାର କରି ଦେଇଥିବା ଅଭିଯୋଗ ହୋଇଛି।

ଏହାପରେ ଓକିଲ ସଂଘ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ ବେଳେ ଉତ୍ତେଜନା ଦେଖାଦେଇଥିଲା।

ଆହୁରି ପଢ଼ନ୍ତୁ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

You might also like