ରାତି ଅଧରେ ୮ ଗାଡ଼ି ଜାଳିଦେଲେ ଦୁର୍ବୃତ୍ତ

ଆସିକା: ଗଞ୍ଜାମ ଜିଲ୍ଲା ହିଞ୍ଜିଳି ବ୍ଲକ୍‌ ଅନ୍ତର୍ଗତ କୋଳିଦାସପୁର ଠାରେ ଦୁର୍ବୃତ୍ତମାନେ ୮ଟି ଗାଡ଼ି ଜାଳି ଦେଇଥିବା ଅଭିଯୋଗ ହୋଇଛି।

ଗତକାଲି ରାତି ବିଳମ୍ବିତ ରାତିରେ ନଦୀରୁ ବାଲି ଉଠାଣ ବେଳେ କିଛି ଦୁର୍ବୃତ୍ତ ଗୋଟିଏ ଟ୍ରାକ୍ଟର, ବାଇକ, ଟିପର୍, ଜେସିବି ମେସିନ୍ ଭଳି ୮ଟି ଗାଡ଼ିକୁ ଜାଳି ଦେଇଥିବା ଅଭିଯୋଗ ହୋଇଛି।

ସୂଚନା ଅନୁସାରେ, କିଛିଦିନ ହେବ ଆଖପାଖ ଅଞ୍ଚଳ ଆଲପୁରୁ, ସିକିରି, କୋଳିଦାସପୁରୁ ନିକଟ ନଦୀରୁ ବାଲି ଚୋରା ଚାଲାଣ ଜୋରଦାର ଚାଲିଥିବା ନେଇ ଗାଁଲୋକେ ବାରମ୍ବାର ପ୍ରଶାସନ ନିକଟରେ ଅଭିଯୋଗ କରିଥିଲେ। ହେଲେ କୌଣସି ଲାଭ ହୋଇନଥିଲା।

ଫଳରେ କିଛି ଦୁର୍ବୃତ୍ତ ଉତ୍ତ୍ୟକ୍ତ ହୋଇ ଏଭଳି କାଣ୍ଡ ଘଟାଇଥିବା ଅନୁମାନ କରାଯାଉଛି। ଖବର ଲେଖାଯିବା ସୁଦ୍ଧା ଏହି ଘଟଣାକୁ ନେଇ ପ୍ରଶାସନ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ।

ଆହୁରି ପଢ଼ନ୍ତୁ

ପ୍ରାଣୀ ଉଦ୍ୟାନ ଓ ଡିୟର୍ ପାର୍କ ଖୋଲିବାର ଗାଇଡ୍ ଲାଇନ ଜାରି କଲେ ରାଜ୍ୟ ସରକାର

ଅକ୍ଟୋବରରୁ ୫୦% କର୍ମଚାରୀରେ ଚାଲିବ ଅଫିସ

ଉପନିର୍ବାଚନ ପାଇଁ ସରକାରଙ୍କ ତତ୍ପରତା; ଭୋଟର୍‌ଙ୍କୁ ଟାଣିବାକୁ ପ୍ରତିଶ୍ରୁତି ପର୍ବ ଆରମ୍ଭ

ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ; ତଦନ୍ତରେ ଶିଥିଳତାକୁ ନେଇ ଅସନ୍ତୋଷ ହାଇକୋର୍ଟ

ବିରୋଧୀଙ୍କ ବିରୋଧ ସତ୍ତ୍ୱେ ଓଡ଼ିଶା ସଂକ୍ରାମକ ରୋଗ ସଂଶୋଧନ ବିଲ୍ ପାରିତ

ଦିନକରେ ୪୨୧୯ କରୋନା ଆକ୍ରାନ୍ତ ସୁସ୍ଥ

ଅନୁସୂଚିତ ଜାତିଙ୍କ ଜମି ହଡ଼ପ ଅଭିଯୋଗ ଆଣିଲେ ପ୍ରଦୀପ ମାଝୀ

ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନ ବିରୋଧରେ ABVP ଛାତ୍ରଙ୍କ ବିକ୍ଷୋଭ

ଭୁବନେଶ୍ୱରର ଏହି ସ୍ଥାନରୁ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ

କୋଭିଡ-୧୯ ପରିଚାଳନା ନେଇ ସରକାରଙ୍କୁ ବିରୋଧୀଙ୍କ ଟାର୍ଗେଟ୍

ମା’ ଦୁର୍ଗାଙ୍କ ମୂର୍ତ୍ତି ଉଚ୍ଚତା କେତେ ହେବ ? ଶୁଣାଣି ୯କୁ ଘୁଞ୍ଚିଲା

ଲଘୁଚାପ ସମ୍ଭାବନା; ଏହି ସବୁ ଜିଲ୍ଲା ପାଇଁ ରହିଛି ସତର୍କ ସୂଚନା

You might also like