ମନ୍ତ୍ରୀଙ୍କ ମହାନତା: ଅଜଣା ରୋଗରେ ପୀଡ଼ିତ କୁନି ଝିଅକୁ ବଢ଼ାଇଲେ ସହାୟତାର ହାତ

ଭୁବନେଶ୍ୱର: ଅଜଣା ରୋଗରେ ପୀଡ଼ିତ ଜଣେ କୁନି ଝିଅକୁ ସହାୟତାର ହାତ ବଢ଼ାଇଲେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ। ଏହି ଛୋଟ ଝିଅଟି ରାଜଧାନୀ ଭୁବନେଶ୍ୱର ନୀଳାଦ୍ରି ବିହାର ସ୍ଥିତ ଆଦର୍ଶ ବସ୍ତିରେ ରୁହନ୍ତି। ତାଙ୍କ ନାଁ ତୁଳସୀ। ବର୍ଷେ ହେବ ସେ ଅଜଣା ରୋଗରେ ପୀଡ଼ିତ ହୋଇ ସ୍ଥାଣୁ ପାଲଟି ଯାଇଛନ୍ତି।

ଏପରିକି ଚିକିତ୍ସା ପାଇଁ ତାଙ୍କୁ କ୍ୟାପିଟାଲ ହସ୍ପିଟାଲଠାରୁ ଆରମ୍ଭ କରି ଏମ୍ସ ପର୍ଯ୍ୟନ୍ତ ସବୁଠି ଦେଖା ସରିଛି। ହେଲେ ରୋଗ ନିରୁପଣ ହୋଇ ପାରୁ ନ ଥିବାରୁ ତାଙ୍କର ଚିକିତ୍ସା ସମ୍ଭବ ହୋଇପାରୁନାହିଁ। ଏଥିସହ ତାଙ୍କ ପରିବାରର ଆର୍ଥିକ ସଙ୍କଟ ମଧ୍ୟ ରହିଛି।

ତେବେ ଏନେଇ ଏକ ସ୍ୱେଚ୍ଛାସେବୀ ସଂଗଠନ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କୁ ଜଣାଇବା ପରେ ସେ ତୁଳସୀଙ୍କ ଘରେ ପହଞ୍ଚି ସହାୟତାର ହାତ ବଢ଼ାଇବା ସହ କୁନି ଝିଅଟିର ଚିକିତ୍ସା କରିବା ପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା କରିବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି।

ଆହୁରି ପଢ଼ନ୍ତୁ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

କରୋନା ଆକ୍ରାନ୍ତ ଗର୍ଭବତୀ କେମିତି ନେବେ ଯତ୍ନ? ପରାମର୍ଶ ଦେଲେ ବିଶେଷଜ୍ଞ

ନିଜ କର୍ମଚାରୀଙ୍କୁ ଚିହ୍ନଟ କରିପାରୁନି କି ପୋଲିସ?

ପୁଣିଥରେ ମହିଳା କମିଶନଙ୍କ ନିକଟରେ ହାଜର ହେବା ପାଇଁ ଓଟିଭି ଏମଡିଙ୍କୁ ସମନ

ଭୁବନେଶ୍ୱରରେ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୩୪୫ ପଜିଟିଭ୍ ଚିହ୍ନଟ

ଏଥର କେମିତି ବସିବ ବିଧାନସଭାର ମୌସୁମୀ ଅଧିବେଶନ, ଜାଣନ୍ତୁ

+୨ ନାମ ଲେଖା ଅବଧି ବଢ଼ିଲା

ଚାହୁଁ ଚାହୁଁ ଜଳିଗଲା ଚଳନ୍ତା କାର୍

ଘରୁ ମିଳିଲା ନାବାଳିକାର ଅର୍ଦ୍ଧଦଗ୍ଧ ମୃତଦେହ

You might also like