କରଞ୍ଜିଆରେ କେନ୍ଦ୍ର ଗୃହମନ୍ତ୍ରୀ ରାଜନାଥ ସିଂହ

ମୟୂରଭଞ୍ଜ: କରଞ୍ଜିଆରେ ନିର୍ବାଚନୀ ପ୍ରଚାର କରିଛନ୍ତି ସ୍ୱରାଷ୍ଟ୍ରମନ୍ତ୍ରୀ ରାଜନାଥ ସିଂହ। ମୟୂରଭଞ୍ଜ ଲୋକସଭା ନିର୍ବାଚନମଣ୍ଡଳୀର ବିଜେପି ପ୍ରାର୍ଥୀଙ୍କ ପାଇଁ ରାଜନାଥ ପ୍ରଚାର କରିଛନ୍ତି। ଏଥିସହିତ କରଞ୍ଜିଆରେ ଆୟୋଜିତ ସାଧାରଣ ସଭାରେ ଯୋଗଦେଇ ଦଳୀୟ ନେତାଙ୍କ ପାଇଁ ରାଜନାଥ ଭୋଟ ମାଗିଛନ୍ତି।

ଦଳୀୟ ନେତାଙ୍କ ପାଇଁ ପ୍ରଚାର କରିବା ସହ ଓଡ଼ିଆ ଭାଷା ଓ ସଂସ୍କୃତିର ସୁରକ୍ଷା ନେଇ କେନ୍ଦ୍ର ସରକାର ଗୁରୁତ୍ୱାରୋପ କରିବେ ବୋଲି ରାଜନାଥ କହିଛନ୍ତି। କରଞ୍ଜିଆରେ ପ୍ରଚାର ପରେ ରାଜନାଥ ନୟାଗଡ଼ ଓ କଟକ ସଦରରେ ଆୟୋଜିତ ସାଧାରଣ ସଭାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

ଆହୁରି ପଢ଼ନ୍ତୁ

ଏଣିକି ଭୁବନେଶ୍ୱରରୁ ଜଗଦଲପୁର ଓ ଜୁନାଗଡ଼କୁ ୨ଟି ପୃଥକ୍ ଟ୍ରେନ ଚାଲିବ

ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ୫ ଗିରଫ

ଶ୍ରୀମନ୍ଦିର ମେଘନାଦ ପାଚେରୀ ନିକଟରୁ ଚାଲିଛି ଉଚ୍ଛେଦ

ଘାଟିରେ ପୋଲରୁ ଖସିଲା ବସ୍ , ୩୦ ଯାତ୍ରୀ ଗୁରୁତର

ଏସ୍‌ସିବିରେ ଜଗା କାଳିଆଙ୍କ ଚିକିତ୍ସା ପାଇଁ ସ୍ୱତନ୍ତ୍ର ଡାକ୍ତରୀ ଟିମ୍‌ ଗଠିତ

ରାସ୍ତାରେ ପଢ଼ିଲେ ଛାତ୍ରଛାତ୍ରୀ

୪ବର୍ଷର ଶିଶୁକନ୍ୟାକୁ ସଂପର୍କୀୟ ଭାଇର ଦୁଷ୍କର୍ମ ଅଭିଯୋଗ

ବିଦ୍ୟୁତ୍‌ ଚୋରି ରୋକିବାକୁ ଲାଗିବ ସ୍ମାର୍ଟ ମିଟର

ଜାତୀୟ ପତାକାକୁ ଅସମ୍ମାନ କଲେ ପ୍ରିନ୍ସପାଲ୍ !

ମହଙ୍ଗା ପଡିଲା ମାଟ୍ରିମନୀରେ ମିଛ ପ୍ରୋଫାଇଲ୍ ଦେଇ ବିବାହ ଉଦ୍ୟମ

ମନ୍ଦିରା ଡ୍ୟାମ୍‌ର ୧୧ଟି ଗେଟ୍ ଖୋଲାଯିବା ପରେ ଶତାଧିକ ଲୋକ ଜଳବନ୍ଦୀ

ଛାତ୍ରଙ୍କୁ ହଷ୍ଟେଲ୍‌ ୱାର୍ଡେନ୍‌ଙ୍କ ନିସ୍ତୁକ ମାଡ଼;  ଭିଡିଓ ଭାଇରାଲ୍

You might also like