ରାଜମହଲ ଛକକୁ ଅସ୍ଥାୟୀ ଭାବେ ଉଠିଲା ୟୁନିଟ୍-୧ ହାଟ

ଭୁବନେଶ୍ୱର: ରାଜମହଲ ଛକକୁ ଅସ୍ଥାୟୀ ଭାବେ ଉଠିଲା ୟୁନିଟ୍-୧ ହାଟ। ସାମାଜିକ ଦୂରତ୍ୱ ରକ୍ଷା ଲାଗି ଭୁବନେଶ୍ୱର ୟୁନିଟ-୧କୁ ରାଜମହଲ ଛକକୁ ସ୍ଥାନାନ୍ତର କରାଯାଇଛି।

ୟୁନିଟ-୧ ହାଟର ପରିବା ବ୍ୟବସାୟୀ ଏଜି ଛକରୁ ରାଜମହଲ ମଧ୍ୟରେ ବସିବେ। ୟୁନିଟ୍-୧ ହାଇସ୍କୁଲ ପଡ଼ିଆରେ ମଧ୍ୟ କିଛି ବ୍ୟବସାୟୀ ବସିବେ।
ହାଟରେ ଗହଳି ହେଉଥିବାରୁ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି।
ତୁରନ୍ତ ହାଟ ଖାଲି ପାଇଁ ବ୍ୟବସାୟୀମାନଙ୍କୁ ବିଏମ୍ସି ନିର୍ଦ୍ଦେଶ ଦେଇଛି। ମହାମାରୀ କରୋନା ପାଇଁ ହାଟକୁ ୪୫ ଦିନ ଲାଗି ସ୍ଥାନାନ୍ତର କରିବାକୁ ନିଷ୍ପତ୍ତି ନିଆଯାଇଛି।

ଆହୁରି ପଢ଼ନ୍ତୁ

ହକି ଦଳର ଅଧିନାୟକ ମନପ୍ରୀତ ଓ ଅନ୍ୟ ୩ ଖେଳାଳିଙ୍କୁ କରୋନା

ଆଜି ସୁସ୍ଥ ହେଲେ ୧୮୧୦ କରୋନା ଆକ୍ରାନ୍ତ

କରୋନା ଲଢ଼େଇରେ ଶିକ୍ଷକଙ୍କ ଅବଦାନକୁ ଭୁଲିଗଲେ କି ସରକାର ?

ଲୋକାୟୁକ୍ତଙ୍କ ନିକଟରେ ହାଜର ହେଲେନି ହେମନ୍ତ ଶର୍ମା

ଭୁବନେଶ୍ୱର ସହରରୁ ଆଉ ୧୦୧ କରୋନା ଆକ୍ରାନ୍ତ ଚିହ୍ନଟ

କରୋନା ମୃତ୍ୟୁର ଅଡିଟ୍ ପାଇଁ ଦାବି କଲେ କଂଗ୍ରେସ ସାଂସଦ

ପଛରେ ପଡ଼ିଲା ଗଞ୍ଜାମ; ଆଜି ଏହି ଜିଲ୍ଲାରେ ଅଧିକ ଆକ୍ରାନ୍ତ ଚିହ୍ନଟ

ନୂଆଁଖାଇ ପାଇଁ ସଟ୍‌ଡାଉନ୍ ଘୁଞ୍ଚାଇବାକୁ ମୁଖ୍ୟମନ୍ତ୍ରୀଙ୍କୁ ଜୟନାରାୟଣଙ୍କ ଚିଠି

ଅଗଷ୍ଟ ଶେଷରେ ବସିପାରେ ବିଧାନସଭା ମୌସୁମୀ ଅଧିବେଶନ

ବଙ୍ଗୋପସାଗରରେ ଲଘୁଚାପ, ଓଡ଼ିଶାର ଏହିସବୁ ଜିଲ୍ଲାକୁ ସତର୍କ ସୂଚନା

କରୋନାରୁ କେବେ ମିଳିବ ମୁକ୍ତି ? ଆସିଲା ଖୁସି ଖବର

‘କରୋନା ତଥ୍ୟ ଲୁଚାଉଛନ୍ତି ରାଜ୍ୟ ସରକାର’

You might also like