ମାଲକାନଗିରିରେ ଅଜଣା ରୋଗ ଆତଙ୍କ, ଗଲାଣି ୫ରୁ ଅଧିକ ଲୋକଙ୍କ ଜୀବନ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପଡ଼ିଆ ବ୍ଲକ୍‌ ଅନ୍ତର୍ଗତ ଭେଜନପାଲୀ ଗାଁରେ ଅଜଣା ରୋଗ ଆତଙ୍କ ଦେଖାଦେଇଛି। ଗତ ଦେଢ଼ ମାସ ମଧ୍ୟରେ ୫ରୁ ଅଧିକ ଲୋକଙ୍କ ଜୀବନ ଯାଇଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି।

ଏବେ ବି ୧୦ରୁ ଅଧିକ ଲୋକ ରୋଗରେ ଆକ୍ରାନ୍ତ ଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ ୫ ଜଣ ଗୁରୁତର ଅଛନ୍ତି।

ରୋଗରେ ଆକ୍ରାନ୍ତ ଥିବା ଲୋକଙ୍କ ହାତଗୋଡ଼ ଫୁଲିବା ସହ ଶରୀର ଦୁର୍ବଳ ହୋଇ ପଡ଼ୁଛି। ଶେଷରେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟୁଥିବା ଲୋକେ କହିଛନ୍ତି। ରୋଗରେ ଆକ୍ରାନ୍ତ ବ୍ୟକ୍ତି ମେଡିକାଲ ନ ଯାଇ ଗୁଣି ଗାରେଡ଼ି ଉପରେ ନିର୍ଭର କରୁଛନ୍ତି। ଆକ୍ରାନ୍ତଙ୍କ ଚିକିତ୍ସା ଲାଗି ବର୍ତ୍ତମାନ ସୁଦ୍ଧା ଡାକ୍ତର ଟିମ୍ ପହଞ୍ଚି ନ ଥିବା ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ

୩ ଘଣ୍ଟା ବିଳମ୍ବରେ ଆରମ୍ଭ ହେଲା ନାଗାର୍ଜୁନ ବେଶ

ନାଗାର୍ଜୁନ ବେଶ: ଦ୍ୱାର ଫିଟିଲା, ଦର୍ଶନ ଦେଲେ ପତିତ ଉଦ୍ଧାରକ ପତିତପାବନ

ମହାପ୍ରଭୁଙ୍କ ନାଗାର୍ଜୁନ ବେଶ ପଛରେ ରହିଛି ଏମିତି ରହସ୍ୟ

ଶ୍ରୀମନ୍ଦିରରେ ବିରଳ ଇତିହାସ ହୋଇ ରହିଯିବ ଏଥରର ଦୁର୍ଲଭ ନାଗାର୍ଜୁନ ବେଶ

‘କୁବେର ବାବୁ’ଙ୍କ ପୁଅକୁ ଧରିଲା ଭିଜିଲାନ୍ସ ଟିମ୍‌

ନୂଆ ନୁହେଁ ବିବାଦ, ପ୍ରସଙ୍ଗରୁ ବାହାରି ଆସିବାରେ ଅରୁଣ ସଫଳ !

ଅଫିସର୍‌ ନୁହଁନ୍ତି ତ ସାକ୍ଷାତ କୁବେର !

ନାଗାର୍ଜୁନ ବେଶ ଲାଗି ପୁରୀରେ ୧୪୪ ଧାରା ଜାରି

ପରୀ ହତ୍ୟା ଘଟଣା: ଅରୁଣ ସାହୁ କହିଲେ, ମୁଁ ହିଂସାରେ ବିଶ୍ୱାସ କରେନି

ପରୀ ହତ୍ୟା ମାମଲାରେ ମୁହଁ ଖୋଲିଲେ ମନ୍ତ୍ରୀ ଅରୁଣ ସାହୁ

‘ଅରୁଣ ସାହୁଙ୍କୁ ବହିଷ୍କାର କରା ନ ଗଲେ ଗୃହ ଚଳାଇ ଦେବୁନି’

ସମ୍ପନ୍ନ ହେଲା କାଳିଆର ଶେଷକୃତ୍ୟ

You might also like