ଭୁବନେଶ୍ୱରରୁ ୩୫୪ କରୋନା ଆକ୍ରାନ୍ତ ଚିହ୍ନଟ, ୩୧୮ ସୁସ୍ଥ

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ୩୫୪ ପଜିଟିଭ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୧୦୮, ଲୋକାଲ କଣ୍ଟାକ୍ଟ କେସ୍ ୨୪୫ ରହିଛି। ସେହିପରି ଆଜି ୩୧୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ (ଵିଏମ୍‌ସି)।

କେଉଁ ଅଞ୍ଚଳରୁ କେତେ:-

ପଟିଆ-୧୮, ଝାରପଡ଼ା- ୧୫, ନୟାପଲ୍ଲୀରୁ ୧୨, ସାମନ୍ତରାପୁର-୧୧, ଲକ୍ଷ୍ମୀସାଗର ଓ ଆଇଆରସି ଭିଲେଜରୁ ୧୦ ଲେଖାଏଁ ଚିହ୍ନଟ ହୋଇଛନ୍ତି।

ସେହିପରି ୟୁନିଟ-୬ରୁ ୯, ସହିଦନଗର ଓ ସାମନ୍ତରାପୁର ଅଞ୍ଚଳରୁ ୮ ଲେଖାଏଁ, ଚନ୍ଦ୍ରଶେଖରପୁର-୮, ଡୁମୁଡୁମା ଓ ଶୈଳଶ୍ରୀବିହାରରୁ ୭ ଲେଖାଏଁ ଚିହ୍ନଟ ହୋଇଛନ୍ତି।

ଆହୁରି ପଢ଼ନ୍ତୁ

ଇଞ୍ଜିନିୟର ଏବେ ଦିନ ମଜୁରିଆ; କୋଦାଳ ଧରି ମାଟି ବୋହିଲେ

ଜେଲ୍ ଗଲେ ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ପ୍ରଧାନ; ଆୟର ୨୪୧% ଥିଲା ବେଆଇନ

କୋଭିଡ୍‌-୧୯ ସୁସ୍ଥ ହେବା ପରେ କ’ଣ କରିବେ, ପରାମର୍ଶ ଦେଲା ସ୍ୱାସ୍ଥ୍ୟ ବିଭାଗ

କରୋନାରୁ ସୁସ୍ଥ ହେଲେ ୨୭୧୬ ଜଣ ଆକ୍ରାନ୍ତ

ରକ୍ତମୁଖା ପଡ଼ୋଶୀର ବିଭତ୍ସ କାଣ୍ଡ; ରକ୍ତରେ ଭିଜିଲା ଘର ଓ ଜମି

ଆସନ୍ତାକାଲି ସନ୍ଧ୍ୟା ୬ଟାରୁ ୬ଟା ୧୫ ମିନିଟ୍‌ ଯାଏଁ ବିଜୁଳି ନଜାଳିବାକୁ ଆହ୍ୱାନ

ଭାଙ୍ଗିଯାଇଛି ପୋଲ, ସମସ୍ୟାରେ ୬ଟି ଗାଁ

ନିଲମ୍ବିତ ହେଲେ ଗୁଣପୁର ତହସିଲଦାର

ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ୱେଲ୍ ମାର୍କରେ ପରିଣତ

ପଥର ଖାଦାନରେ ଚାଲାଣକୁ ନେଇ ମୁହାଁମୁହିଁ ପେସା ଓ ସିପିଆଇଏମ୍

ବାଲେଶ୍ୱର ଉପନିର୍ବାଚନ: ଆକର୍ଷଣ ସାଜିଛନ୍ତି ୯୦ ବର୍ଷର ବେଣୁଧର

ଦଳୀୟ ନେତାଙ୍କୁ ଗୁରୁମନ୍ତ୍ର ଦେଲେ ଚେଲ୍ଲାକୁମାର

You might also like