ଭୁବନେଶ୍ୱରରୁ ଆଉ ୧୩୭ ପଜିଟିଭ ଚିହ୍ନଟ, ୨୪ ଲୋକାଲ କେସ୍

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ଅଞ୍ଚଳରେ ଆଉ ୧୩୭ କରୋନା ପଜିଟିଭ, ଏମାନଙ୍କ ମଧ୍ୟରୁ ୧୧୩ କ୍ୱାରେଣ୍ଟିନ, ୨୪ ଲୋକାଲ କଣ୍ଟାକ୍ଟ କେସ୍ ରହିଛି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ (BMC)।

କେଉଁ ଅଞ୍ଚଳରୁ କେତେ:-

ସାଲିଆସାହିରୁ ଆଉ ୧୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଭୀମପୁରରୁ ୯, ଗଙ୍ଗନଗର ବସ୍ତିରୁ ୮, ଓସିସି ବସ୍ତିରୁ ୭, ବଡ଼ଗଡ଼ରୁ ୬, ଚନ୍ଦ୍ରଶେଖରପୁର ବିଡିଏ କଲୋନିରୁ ୫ ଚିହ୍ନଟ ହୋଇଛନ୍ତି।


ୟୁନିଟ-୯ରୁ ୫, ଗଙ୍ଗନଗରରୁ ୪, ସତ୍ୟନଗରରୁ ୪, ଓ ଏକ ଘରୋଇ ହସ୍ପିଟାଲର ୪ କର୍ମଚାରୀ ମଧ୍ୟ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଭୁବନେଶ୍ୱରରେ ଆଜି ଆଉ ୧୧୮ ଆକ୍ରାନ୍ତ ସୁସ୍ଥ ହୋଇଥିବା ସୂଚନା ମିଳିଛି।

ସୂଚନା ଅନୁସାରେ ଭୁବନେଶ୍ୱରରେ ୩୩୫୪ ଜଣ ସଂକ୍ରମିତ ହୋଇଛନ୍ତି। ୨୦୬୧ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨୭୩ ଆକ୍ଟିଭ କେସ୍ ରହିଛି।

ଆହୁରି ପଢ଼ନ୍ତୁ

ସରପଞ୍ଚ ଗଣିବେ ଲକ୍ଷେ ଟଙ୍କା ଫାଇନ୍‌

ପର୍ବତାରୋହୀ ଯୋଗବ୍ୟାସ ଭୋଇଙ୍କ ଉପରକୁ ଆକ୍ରମଣ

ପରଲୋକରେ ‘ଜହ୍ନମାମୁଁ’ ପତ୍ରିକାର ପ୍ରସିଦ୍ଧ କାର୍ଟୁନିଷ୍ଟ କେ.ସି ଶିବଶଙ୍କର

ପାନ ଖାଇ ଶ୍ରୀମନ୍ଦିରକୁ ଯାଇପାରିବେନି; ଧରା ପଡ଼ିଲେ ଗଣିବେ ଫାଇନ୍‌

ଗାନ୍ଧି ଜୟନ୍ତୀରୁ ବିଜେଡିର କୋଭିଡ୍ ମହାମାରୀ ସଚେତନତା ଅଭିଯାନ

ବିଜୁଳି ଦର ବୃଦ୍ଧି ନେଇ ସରକାରଙ୍କୁ କଂଗ୍ରେସର ଟାର୍ଗେଟ୍‌

ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍‌ର କପିକୁ ଚିରି ଦେଲେ ତାରା

ଗୃହରେ କୋଭିଡ ତାତି; କଂପାନୀଙ୍କୁ ବ୍ଲାଙ୍କ୍ ଚେକ୍ କାହିଁକି ଦିଆଯାଇଥିଲା ବୋଲି ପ୍ରଶ୍ନ କଲା ବିରୋଧୀ

ରାଜ୍ୟରେ ୩୮୯୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ମୋଟ ସୁସ୍ଥ ସଂଖ୍ୟା…

କମିବ ଘରୋଇ ସ୍କୁଲ୍‌ ଫି !

ଭୁବନେଶ୍ୱରରୁ ୩୨୯ ପଜିଟିଭ ଚିହ୍ନଟ ଓ ୩୯୫ ସୁସ୍ଥ

ହାଇକୋର୍ଟରେ ମାମଲା ଦାୟର କଲେ ସମ୍ବିତ ପାତ୍ର

You might also like