• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Odishatv Bureau

ଭୁବନେଶ୍ୱର: ସାମ୍ବାଦିକଙ୍କ ସୁରକ୍ଷା ନେଇ ଆସନ୍ତା ୮ ତାରିଖରେ ଉତ୍କଳ ସାମ୍ବାଦିକ ସଂଘ ବିଧାନସଭା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବ।

କାର୍ଯ୍ୟରତ ସାମ୍ବାଦିକଙ୍କୁ ଆକ୍ରମଣ ଏବଂ ଦୁର୍ବ୍ୟବହାର ବୃଦ୍ଧି ପାଉଥିବାରୁ ଏହାକୁ ବିରୋଧ କରି ବିକ୍ଷୋଭ ପ୍ରଦର୍ଶନ କରିବାକୁ ସଂଘ ନିଷ୍ପତ୍ତି ନେଇଛି।

ସମ୍ବାଦିକଙ୍କ ସୁରକ୍ଷା ଲାଗି ମହାରାଷ୍ଟ୍ର ସରକାର ସ୍ୱତନ୍ତ୍ର ଆଇନ୍ ପ୍ରଣୟନ କରିଥିବା ବେଳେ ଅନ୍ୟପଟେ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଠାରୁ ଆରମ୍ଭ କରି ରାଜ୍ୟପାଳ ଓ ବିଭାଗୀୟ ମନ୍ତ୍ରୀଙ୍କୁ ସୁରକ୍ଷା ନେଇ ଦାବି  ଜଣାଇଥିଲେ ମଧ୍ୟ ସରକାର ଏହାକୁ କର୍ଣ୍ଣପାତ କରୁନଥିବା ସଂଘ ଅଭିଯୋଗ ଆଣିଛି।

ସମ୍ବାଦିକଙ୍କ ସୁରକ୍ଷା ପାଇଁ ସରକାର ସୁନିଶ୍ଚିତ କରିବା, କାର୍ଯ୍ୟରତ ସାମ୍ବାଦିକଙ୍କ ମାସିକ ଭତ୍ତା ବାବଦକୁ ୧୦ ହଜାର ଟଙ୍କା ନିର୍ଦ୍ଧାରଣ କରିବା ନେଇ ସଂଘ ଦାବି କରିଛି।

Utkal-sambadika-sangh-to-stage-demonstration-in-font-of-assembly-on-february-8-1
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories