ସ୍କୁଲ ପରିସରରେ ଆରମ୍ଭ ହେବ ପରିବା ଚାଷ

ଭୁବନେଶ୍ୱର: ରାଜ୍ୟ ସରକାର ସ୍କୁଲରେ ଆରମ୍ଭ କରିବାକୁ ଯାଉଛନ୍ତି Kitchen Garden Concept।ଭୋଜନ ଯୋଜନା ଅଧିନରେ ଏହି ଯୋଜନା ଆରମ୍ଭ ହେବ। ଏ ନେଇ ରାଜ୍ୟର ୪୩ହଜାର ସ୍କୁଲକୁ  ୫ ହଜାର ଲେଖାଏଁ ଟଙ୍କା ଦିଆଯାଇଛି।

ଏଥିରେ ଜିଲ୍ଲା ଉଦ୍ୟାନ କୃଷି ବିଭାଗ କିଟ୍ ଦେବ। ପରିସରରେ ବିଭିନ୍ନ ପନିପରିବା ଲଗାଯିବ। ସ୍କୁଲ ଖୋଲିଲେ ସେହି ପନିପରିବାରୁ ମଧ୍ୟାହ୍ନ ଭୋଜନ ପ୍ରସ୍ତୁତ ହେବ। ବର୍ତ୍ତମାନ କେବଳ ସ୍କୁଲ କର୍ତ୍ତୃପକ୍ଷ ଏହି ଚାଷ ସ୍କୁଲ ପରିସରରେ କରିବେ। ସ୍କୁଲ ଖୋଲିଲେ, ଛାତ୍ରଛାତ୍ରୀଙ୍କୁ ବି ଏଥିରେ ସାମିଲ କରାଯିବ।

ନୂତନ ଶିକ୍ଷା ନୀତି ଅନୁସାରେ, ଛାତ୍ରଛାତ୍ରୀଙ୍କୁ କୃଷି ସମ୍ପର୍କିତ ଜ୍ଞାନ ଦେବା ପାଇଁ ଏହା କରାଯାଇଛି। କେନ୍ଦୁଝର ଜିଲ୍ଲା ଗୁଡ଼ିକରେ ଏହା ଫଳପ୍ରଦ ହୋଇଛି।

ଆହୁରି ପଢ଼ନ୍ତୁ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

OLA ଡ୍ରାଇଭରଙ୍କ ହାତଗୋଡ଼ ବାନ୍ଧି କାର୍‌ ଡିକିରେ ଭର୍ତ୍ତି କରି ନେଉଥିଲେ; ଅଧା ବାଟରେ ଘଟିଲା ଏମିତି ଘଟଣା

You might also like