• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Pradesh Pratyush

ଭୁବନେଶ୍ୱର :  ଆଉ ନାହାନ୍ତି ଓଡ଼ିଆ ଫିଲ୍ମ ନିର୍ଦ୍ଦେଶକ ଚକ୍ରଧର ସାହୁ। ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଚକ୍ରଧରଙ୍କ ମୃତ୍ୟୁ ହୋଇଛି।

ସୂଚନା ମୁତାବକ,  ନିର୍ଦ୍ଦେଶକ ଚକ୍ରଧର ସାହୁ ଫୁସଫୁସରେ ସଂକ୍ରମଣ ଯୋଗୁଁ ଗତ ୧୫ ଦିନ ଧରି ଚିକିତ୍ସିତ ହେଉଥିଲେ। ପ୍ରାୟ ୬୦ ପ୍ରତିଶତ ଆଫେକ୍ଟେଡ୍‌ ହୋଇଥିଲା। ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ଆଜି ସକାଳ ୫ଟା ୪୫ ମିନିଟ୍‌ରେ ତାଙ୍କର ମୃତ୍ୟୁ ଘଟିଛି।

ଓଡ଼ିଆ ଫିଲ୍ମ ‘ନୀଳ ମାଷ୍ଟ୍ରାଣୀ’, ‘କେବେ ତୁମେ ନାହଁ କେବେ ମୁଁ ନାହିଁ’, ‘ତୁମକୁ ପାରୁନି ତ ଭୁଲି’ ଭଳି ସିନେମାର ନିର୍ଦ୍ଦେଶନା ଦେଇଥିଲେ ଚକ୍ରଧର। ଓଲିଉଡରେ ଜଣେ ଜଣାଶୁଣା ସିନେ ନିର୍ଦ୍ଦେଶକ ହେଉଛନ୍ତି ଚକ୍ରଧର। ତାଙ୍କ ମୃତ୍ୟୁରେ ଓଡ଼ିଆ ଫିଲ୍ମ ଜଗତରେ ସୃଷ୍ଟି ହୋଇଛି ଅପୂରଣନୀୟ କ୍ଷତି।

ଜଣେ ସାଦାସିଧା , ସହୃଦୟତା ଓ ଅମାୟିକ ବ୍ୟକ୍ତି ଭାବେ ସେ ସବୁଦିନେ ମନେରହିବେ।

 

https://youtu.be/lP0vxVs1yPk

Veteran-filmmaker-director-chakradhar-sahu-passes-away
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories