ସିନେମାଟୋଗ୍ରାଫର ଗାଗାରିନ୍ ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର:ବିଶିଷ୍ଟ ସିନେମାଟୋଗ୍ରାଫର ଗାଗାରିନ୍ ମିଶ୍ରଙ୍କ ହୃଦଘାତରେ  ପରଲୋକ ହୋଇଯାଇଛି। ୬୭ ବର୍ଷ ବୟସରେ ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ତାଙ୍କର ମୃତ୍ୟୁ ଘଟିଛି।

ସେ ଫିଲ୍ମ ଫୁଲଚନ୍ଦନ, ନଈ ସେପାରୀ କନକ ଗୋରୀରେ କାମ କରିଥିଲେ । ହିନ୍ଦୀ ଫିଲ୍ମ ବେତାବ୍, ରାମ ଅବତାର, ମେଧାବୀ, ଚାଲଵାଜ, ଓ୍ବାଜୁଦ୍ ଆଦିର କ୍ୟାମେରାମ୍ୟାନ୍ ଥିଲେ।

ତାଙ୍କର ସାନ ଭାଇ ତଥା ଫିଲ୍ମ ଏଡ଼ିଟର ଦେଵେନ ମିଶ୍ରଙ୍କର ଅଗଷ୍ଟ ୧୫ ତାରିଖ ପରଲୋକ ହୋଇଯାଇଥିଲା।

ଆହୁରି ପଢ଼ନ୍ତୁ

ବୈଜୟନ୍ତ ପୁଣି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

ଉଚ୍ଛେଦ ହେଲା ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂର ଉଠା ଦୋକାନ

ଓଟିଭି ଏମ୍‌ଡିଙ୍କ ବିରୋଧରେ ପୁଣି ଏକ ଅଭିଯୋଗ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪, ୩୫୬ କରୋନା ଆକ୍ରାନ୍ତ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା‌

ଜବତ ହେଲା ବିପୁଳ ନକଲି କରୋନା ଔଷଧ

ବିଧାନସଭାର ମୌସୁମୀ ଅଧିବେଶନ; ରବିବାର ବି ଚାଲିବ ଗୃହକାର୍ଯ୍ୟ

ବିଧାନସଭା ମୌସୁମୀ ଅଧିବେଶନ; କଭରେଜ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କର ହେବ କରୋନା ଟେଷ୍ଟ

ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ଚିଠି ଲେଖିଲେ ନବୀନ

ନାଳରେ ପଶିଗଲା ଚଳନ୍ତା କାର

ବନ୍ଦ ହୋଇଯିବ କି ରାଜଧାନୀର ଦୋକାନ?

You might also like