୧୬ରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି
ଭୁବନେଶ୍ୱର: ଓଡ଼ିଶା ଆସିବେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ। ଆସନ୍ତା ଅଗଷ୍ଟ ୧୬ ତାରିଖରେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ଏମ୍ସର ସମାବର୍ତ୍ତନ ଉତ୍ସବରେ ସେ ମୁଖ୍ୟ ଅତିଥି ଭାବେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଉପରାଷ୍ଟ୍ରପତିଙ୍କ ଏହି ଗସ୍ତକୁ ନେଇ ସଚିବାଳୟରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ଉପରାଷ୍ଟ୍ରପତି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଲା ପରେ ତାଙ୍କୁ ଗାର୍ଡ ଅଫ ଅନର୍ ଦିଆଯିବ। ସେଠାରୁ ସେ ସିଧା ଏମ୍ସ ଅଭିମୁଖେ ଯିବେ।
ଭୁବନେଶ୍ୱର: ଓଡ଼ିଶା ଆସିବେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ। ଆସନ୍ତା ଅଗଷ୍ଟ ୧୬ ତାରିଖରେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ।
ଏମ୍ସର ସମାବର୍ତ୍ତନ ଉତ୍ସବରେ ସେ ମୁଖ୍ୟ ଅତିଥି ଭାବେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଉପରାଷ୍ଟ୍ରପତିଙ୍କ ଏହି ଗସ୍ତକୁ ନେଇ ସଚିବାଳୟରେ ଏକ ବୈଠକ ଅନୁଷ୍ଠିତ ହୋଇଛି।
ଉପରାଷ୍ଟ୍ରପତି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଲା ପରେ ତାଙ୍କୁ ଗାର୍ଡ ଅଫ ଅନର୍ ଦିଆଯିବ। ସେଠାରୁ ସେ ସିଧା ଏମ୍ସ ଅଭିମୁଖେ ଯିବେ।