IIC ଙ୍କ ନିକଟରୁ କୋଟିଏରୁ ଊର୍ଦ୍ଧ୍ୱ ସମ୍ପତ୍ତି ଠାବ କଲା ଭିଜିଲାନ୍ସ

ଜଳେଶ୍ୱର: ଜଳେଶ୍ୱର ନିଲମ୍ବିତ IIC ଧନେଶ୍ୱର ସାହୁଙ୍କ ନିକଟରୁ କୋଟିଏରୁ ଊର୍ଦ୍ଧ୍ୱ ସମ୍ପତ୍ତି ଠାବ କଲା ଭିଜିଲାନ୍ସ।

ତାଙ୍କ ନିକଟରୁ ମୋଟ ୧ କୋଟି ୧୧ ଲକ୍ଷ ୩୫ ହଜାରର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଠାବ ହୋଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢ଼ାଉ କରିଥିଲା।

ବେଆଇନ୍‌ ସମ୍ପତ୍ତି ଜବତ କରିବାକୁ ଧନେଶ୍ୱରଙ୍କ ସମ୍ପର୍କୀୟଙ୍କ ଘର ସମେତ ମୋଟ ୭ଟି ସ୍ଥାନରେ ରେଡ୍ କରାଯାଇଥିଲା।

ଜଳେଶ୍ୱର ସ୍ଥିତ ସରକାରୀ କ୍ୱାର୍ଟର୍ସ ସହିତ କଟକ ଓ ଭୁବନେଶ୍ୱରରେ ରେଡ୍ କରାଯାଇଥିଲା। ପୂର୍ବରୁ ଡ୍ରଗ୍ସ ମାଫିଆ ଲିଙ୍କ୍‌ରେ ନିଲମ୍ବିତ ହୋଇଛନ୍ତି ଧନେଶ୍ୱର।

ଆହୁରି ପଢ଼ନ୍ତୁ

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଗ୍ୟାସ ସିଲିଣ୍ଡର ସଜାଡ଼ୁଥିବା ବେଳେ ହଠାତ୍ ଲାଗିଲା ନିଆଁ; ୬ ଗୁରୁତର

ବିଧାନସଭା ଅଧିବେଶନରେ ସରକାରଙ୍କୁ ଘେରିବାକୁ ବିଜେପିର ରଣନୀତି

ସୁସ୍ଥ ହେଲେ ୪୭୬୧ କରୋନା ଆକ୍ରାନ୍ତ

ରାଜନେତାଙ୍କ ଅପରାଧିକ ମାମଲାର ତଥ୍ୟ ଦିଅ: ହାଇକୋର୍ଟ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

ବୈଜୟନ୍ତ ପୁଣି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

ଉଚ୍ଛେଦ ହେଲା ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂର ଉଠା ଦୋକାନ

ଓଟିଭି ଏମ୍‌ଡିଙ୍କ ବିରୋଧରେ ପୁଣି ଏକ ଅଭିଯୋଗ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪, ୩୫୬ କରୋନା ଆକ୍ରାନ୍ତ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା‌

You might also like