• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Chandan Shishu

ଭୁବନେଶ୍ୱର: ହିନ୍ଦୀ ଶିକ୍ଷକ ୫ କୋଟି ଟଙ୍କା ସଂପତ୍ତିର ମାଲିକ। ଏହି ଶିକ୍ଷକ ଜଣକ ହେଉଛନ୍ତି ଗଂଜାମ ରଙ୍ଗେଇଲୁଣ୍ଡା ଝାଡ଼ାଙ୍କୁଲି ଗାଁ ଯଶୋଧା ହାଇସ୍କୁଲର ଶିକ୍ଷକ ଭୁବନାନନ୍ଦ ସାହୁ। ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଏକାକାଳୀନ ୧୦ଟି ସ୍ଥାନରେ ରେଡ୍ କରିଥିଲା ଭିଜିଲାନ୍ସ।

ଭୁବନାନନ୍ଦଙ୍କର ମୋଟ ୪ କୋଟି ୯୩ ଲକ୍ଷରୁ ଅଧିକ ଟଙ୍କାର ସଂପତ୍ତି ଠାବ କରି ହୋଇଛି। ବ୍ରହ୍ମପୁରରେ ୩ କୋଟି ଟଙ୍କାର ମୂଲ୍ୟର ୨ଟି ଘର ଥିବା ବେଳେ ଭୁବନେଶ୍ୱରରେ ଅଛି ୨୮ ଲକ୍ଷ ଟଙ୍କାର ଏକ ଆପାର୍ଟମେଣ୍ଟ।

ବ୍ରହ୍ମପୁରରେ ୩୮ ଲକ୍ଷ ଟଙ୍କାର ୧୦ଟି ପ୍ଲଟ ବି ଅଛି। ପୁରୀ, ଗୋପାଳପୁରରେ ଅଛି ଆପାର୍ଟମେଣ୍ଟ। ଏଲ୍ଆଇସିରେ ସେ ନିବେଶ କରିଛନ୍ତି ୨୦ ଲକ୍ଷ ଟଙ୍କାରୁ ଅଧିକ।

ଆହୁରି ପଢ଼ନ୍ତୁ:ପୁଣି ଲଜ୍ୟା-ନାବାଳିକାକୁ ୨୨ ଦିନ ଧରି ଘରେ ରଖି ଦୁଷ୍କର୍ମ

ଭୁବନାନନ୍ଦ ଆୟ ବହିର୍ଭୁତ ସଂପତ୍ତି ଠୁଳ କରିବା ଅଭିଯୋଗରେ ଭିଜିଲାନ୍ସ ଆଜି ବ୍ରହ୍ମପୁର, ଭୁବନେଶ୍ୱର ସମେତ ୧୦ଟି ସ୍ଥାନରେ ରେଡ୍ କରିଥିଲା। ସୁନା, ନଗଦ ଟଙ୍କା, ବ୍ୟାଙ୍କ ପାସ୍‌ବୁକ୍ ଓ କିଛି ଗାଡ଼ି ମଟର ଜବତ ହୋଇଛି।

Vigilance-officials-detect-assets-worth-rs-5-crore-belonging-to-a-high-school-teacher
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories