୫ କୋଟି ଟଙ୍କା ସଂପତ୍ତିର ମାଲିକ ହିନ୍ଦୀ ଶିକ୍ଷକ

ଭୁବନେଶ୍ୱର: ହିନ୍ଦୀ ଶିକ୍ଷକ ୫ କୋଟି ଟଙ୍କା ସଂପତ୍ତିର ମାଲିକ। ଏହି ଶିକ୍ଷକ ଜଣକ ହେଉଛନ୍ତି ଗଂଜାମ ରଙ୍ଗେଇଲୁଣ୍ଡା ଝାଡ଼ାଙ୍କୁଲି ଗାଁ ଯଶୋଧା ହାଇସ୍କୁଲର ଶିକ୍ଷକ ଭୁବନାନନ୍ଦ ସାହୁ। ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଏକାକାଳୀନ ୧୦ଟି ସ୍ଥାନରେ ରେଡ୍ କରିଥିଲା ଭିଜିଲାନ୍ସ।

ଭୁବନାନନ୍ଦଙ୍କର ମୋଟ ୪ କୋଟି ୯୩ ଲକ୍ଷରୁ ଅଧିକ ଟଙ୍କାର ସଂପତ୍ତି ଠାବ କରି ହୋଇଛି। ବ୍ରହ୍ମପୁରରେ ୩ କୋଟି ଟଙ୍କାର ମୂଲ୍ୟର ୨ଟି ଘର ଥିବା ବେଳେ ଭୁବନେଶ୍ୱରରେ ଅଛି ୨୮ ଲକ୍ଷ ଟଙ୍କାର ଏକ ଆପାର୍ଟମେଣ୍ଟ।

ବ୍ରହ୍ମପୁରରେ ୩୮ ଲକ୍ଷ ଟଙ୍କାର ୧୦ଟି ପ୍ଲଟ ବି ଅଛି। ପୁରୀ, ଗୋପାଳପୁରରେ ଅଛି ଆପାର୍ଟମେଣ୍ଟ। ଏଲ୍ଆଇସିରେ ସେ ନିବେଶ କରିଛନ୍ତି ୨୦ ଲକ୍ଷ ଟଙ୍କାରୁ ଅଧିକ।

ଆହୁରି ପଢ଼ନ୍ତୁ:ପୁଣି ଲଜ୍ୟା-ନାବାଳିକାକୁ ୨୨ ଦିନ ଧରି ଘରେ ରଖି ଦୁଷ୍କର୍ମ

ଭୁବନାନନ୍ଦ ଆୟ ବହିର୍ଭୁତ ସଂପତ୍ତି ଠୁଳ କରିବା ଅଭିଯୋଗରେ ଭିଜିଲାନ୍ସ ଆଜି ବ୍ରହ୍ମପୁର, ଭୁବନେଶ୍ୱର ସମେତ ୧୦ଟି ସ୍ଥାନରେ ରେଡ୍ କରିଥିଲା। ସୁନା, ନଗଦ ଟଙ୍କା, ବ୍ୟାଙ୍କ ପାସ୍‌ବୁକ୍ ଓ କିଛି ଗାଡ଼ି ମଟର ଜବତ ହୋଇଛି।

ଆହୁରି ପଢ଼ନ୍ତୁ

ବିଜୁଳି ଦର ବୃଦ୍ଧି ପ୍ରତିବାଦ: ଆଜି ୧୫ ମିନିଟ୍‌ ପାଇଁ ଲାଇଟ୍‌ ବନ୍ଦ କରିବାକୁ ଆହ୍ୱାନ

କରୋନାରୁ ସୁସ୍ଥ ହେବାପରେ କ’ଣ କରିବେ?

୪୩.୫% କମିଛି ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା

ଆଜି ଅବପାତର ରୂପ ନେଇପାରେ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ

ଇଞ୍ଜିନିୟର ଏବେ ଦିନ ମଜୁରିଆ; କୋଦାଳ ଧରି ମାଟି ବୋହିଲେ

ଜେଲ୍ ଗଲେ ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ପ୍ରଧାନ; ଆୟର ୨୪୧% ଥିଲା ବେଆଇନ

କୋଭିଡ୍‌-୧୯ ସୁସ୍ଥ ହେବା ପରେ କ’ଣ କରିବେ, ପରାମର୍ଶ ଦେଲା ସ୍ୱାସ୍ଥ୍ୟ ବିଭାଗ

କରୋନାରୁ ସୁସ୍ଥ ହେଲେ ୨୭୧୬ ଜଣ ଆକ୍ରାନ୍ତ

ରକ୍ତମୁଖା ପଡ଼ୋଶୀର ବିଭତ୍ସ କାଣ୍ଡ; ରକ୍ତରେ ଭିଜିଲା ଘର ଓ ଜମି

ଆସନ୍ତାକାଲି ସନ୍ଧ୍ୟା ୬ଟାରୁ ୬ଟା ୧୫ ମିନିଟ୍‌ ଯାଏଁ ବିଜୁଳି ନଜାଳିବାକୁ ଆହ୍ୱାନ

ଭାଙ୍ଗିଯାଇଛି ପୋଲ, ସମସ୍ୟାରେ ୬ଟି ଗାଁ

ନିଲମ୍ବିତ ହେଲେ ଗୁଣପୁର ତହସିଲଦାର

You might also like