କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍‌

ଅନୁଗୁଳ: ଅନୁଗୁଳ ଜିଲ୍ଲା ବଇଣ୍ଡା ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ରୀ ବସନ୍ତ କୁମାର ବସ୍ତିଆଙ୍କ ସରକାରୀ କାର୍ଯ୍ୟାଳୟ ଓ କ୍ୱାର୍ଟର୍ସରେ ଭିଜିଲାନ୍ସ ରେଡ୍‌। ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ ଚାଲିଥିବା ସୂଚନା ମିଳିଛି।

କଟକ ଡିଭିଜନ ଏସ୍‌ପି ଶଶି ଭୂଷଣ ମିଶ୍ରଙ୍କ ନେତୃତ୍ୱରେ ଏହି ଚଢ଼ାଉ ଚାଲିଛି। ଏହା ସହ ନିଆଳିର ସିଠାଳୋ ସ୍ଥିତ ପୈତୃକ ବାସଭବନ, ଶ୍ୱଶୁର ଘର ସମେତ  ୪ଟି ଜାଗାରେ ଭିଜିଲାନ୍ସ ଏକକାଳୀନ ଚଢାଉ କରୁଛି। ତେବେ କେତେ ପରିମାଣର  ସମ୍ପତ୍ତି ଜବତ ହୋଇଛି ତାହା ସ୍ପଷ୍ଟ ହୋଇନି।

ଆହୁରି ପଢ଼ନ୍ତୁ

କମୁନି କରୋନା ପ୍ରଭାବ; ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୩୦, ଆଖି ବୁଜିଲେ ୧୬

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ପାଇଁ ପ୍ରସ୍ତାବ

‘ମୋ ବାପାଙ୍କୁ ଅଫିସରେ ଡିଏମ୍‌ ବହୁତ ମାନସିକ ନିର୍ଯାତନା ଦେଉଥିଲେ’

ନଦୀ ଘାଟରେ ଡଙ୍ଗା ଭସାଇବା ମନା

୬ ବର୍ଷ ବିତିଯାଇଥିଲେ ବି ବ୍ୟାରେଜ କାମ ଆଗୋଉନଥିବା ଅଭିଯୋଗ

୭ ଜଣଙ୍କ ଉପରେ ଚଢାଇଦେଇ ଚାଲିଗଲା ଡମ୍ପର

ବିଧାନସଭାରେ ଉଠିଲା ନୟାଗଡ଼ର ପରୀ ହତ୍ୟା ପ୍ରସଙ୍ଗ

ବିଧାନସଭାରେ ପୁରୀ ପୂର୍ବତନ ଏସ୍‌ପିଙ୍କ ନାଁରେ ସାଙ୍ଘାତିକ ଅଭିଯୋଗ ଆଣିଲା କଂଗ୍ରେସ୍‌

ପରୀ ହତ୍ୟା ମାମଲା; ମନ୍ତ୍ରୀ ଅରୁଣ ସାହୁଙ୍କୁ ନେଇ ଉଠିଲା ପ୍ରଶ୍ନ

IIFL ଲୁଟ୍ ଘଟଣାର ପର୍ଦ୍ଦାଫାସ୍,‌ ମାଷ୍ଟରମାଇଣ୍ଡ ଆଉ କେହି ନୁହେଁ କମ୍ପାନୀର..

୨ ଦିନ ପରେ ନାଗାର୍ଜୁନ ବେଶ

‘ଝିଅକୁ ମାରିବାରେ ଅରୁଣ ସାହୁଙ୍କ ହାତ ଅଛି’

You might also like