ଭିଜିଲାନ୍ସ ଜାଲରେ ୨ କୋଟିପତି କିରାଣି

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ୨ କୋଟିପତି କିରାଣି। ରେଡ୍ ପରେ ଭୁବନେଶ୍ୱର ସବ୍‌କଲେକ୍ଟର ଅଫିସ୍‌ର ବରିଷ୍ଠ କିରାଣିଙ୍କ କୋଟିଏ ଟଙ୍କାର ସଂପତ୍ତି ଠାବ କରିଛି ଭିଜିଲାନ୍ସ।

ବରିଷ୍ଠ କିରାଣି ଉଦୟନାଥ ଜେନାଙ୍କ ୧ କୋଟି ୩୨ ଲକ୍ଷ ଟଙ୍କାର ସଂପତ୍ତି ଠାବ ହୋଇଛି। ପୁରୀରେ ଫ୍ଲାଟ, ଭୁବନେଶ୍ୱରରେ ୨ ମହଲା କୋଠା ଠାବ ହୋଇଥିବା ସୂଚନା ମିଳିଛି। ଏଥିସହିତ ବିଭିନ୍ନ ବ୍ୟାଙ୍କରେ ୯ ଲକ୍ଷ ୩୦ ହଜାର ଟଙ୍କା ଡିପୋଜିଟ୍ ଥିବା ରେଡ୍‌ ପରେ ଜଣାପଡ଼ିଛି।

ସେହିପରି ଧର୍ମଶାଳା ସବ୍ରେଜିଷ୍ଟ୍ରାର ଅଫିସ୍‌ର କିରାଣିଙ୍କ ୧ କୋଟି ୨୯ ଲକ୍ଷର ସଂପତ୍ତି ଠାବ ହୋଇଛି। କିରାଣି ରତ୍ନାକର ମହାନ୍ତିଙ୍କ ୩ଟି ବିଲ୍ଡିଂ ସହ ଗୋଟିଏ ହୋଟେଲ୍ ଠାବ ହୋଇଛି। ବିଭିନ୍ନ ବ୍ୟାଙ୍କରେ ୧୬ ଲକ୍ଷ ୭୯ ହଜାର ଟଙ୍କା ଡିପୋଜିଟ୍ ସହ ଘରୁ ୮ ଲକ୍ଷ ୨୭ ହଜାର ଟଙ୍କା ଜବତ ହୋଇଥିବା ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ

ପରୀ ହତ୍ୟା ପ୍ରସଙ୍ଗରେ ସମ୍ବିତଙ୍କ ପ୍ରଶ୍ନ; ଓଡ଼ିଶାର ୯ ଜଣ କଂଗ୍ରେସ ବିଧାୟକ କାହିଁକି ଚୁପ୍ ?

ପରୀ ପ୍ରସଙ୍ଗରେ ଗୃହରେ କାହିଁକି ଚୁପ୍ ରହିଲା କଂଗ୍ରେସ ? କାରଣ କହିଲେ ସାଲୁଜା

କରୋନା ମୃତ୍ୟୁ ସଂଖ୍ୟା କମିଲା; ୫ ରୋଗୀ ଆଖି ବୁଜିଲେ

ରାଜ୍ୟରେ ୫୦୦ ତଳକୁ ଖସିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଖରିଫ ଧାନକିଣାର ତଦାରଖ କରିବେ ୧୨ ଅଫିସର

ବର୍ଷର ଶେଷ ଚନ୍ଦ୍ରଗ୍ରହଣ ଆଜି, କ’ଣ ରହିବ ଏହାର ପ୍ରଭାବ, ଜାଣନ୍ତୁ

ରାଜରାଜେଶ୍ୱର ବେଶରେ ଦର୍ଶନ ଦେବେ ଶ୍ରୀଜିଉ

କେବେ ଇଡ୍‌ଲିରେ ମଞ୍ଚୁରିଆନ୍‌ ଖାଇଛନ୍ତି କି?

ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ କାହିଁକି ବିଦା କଲା ବିଜେଡି ?

ବିନା ମାଟିରେ ଚାଷ ସମ୍ଭବ, ବିଶ୍ୱାସ ହେଉନି ? ଦେଖନ୍ତୁ ଭିଡିଓ

ଦୁର୍ନୀତି ବିରୋଧରେ କାର୍ଯ୍ୟାନୁଷ୍ଠାନ ନହେଲେ ଆନ୍ଦୋଳନ କରିବ କଂଗ୍ରେସ

ମାସେ ପୂର୍ବରୁ ସରିଲା ଶୀତ ଅଧିବେଶନ; ଗୃହ ମୁଲତବୀକୁ କଂଗ୍ରେସ, ବିଜେପିର ବିରୋଧ

You might also like