ସରପଞ୍ଚଙ୍କ ଘରେ ଭିଜିଲାନ୍ସ୍

ଭଦ୍ରକ  : ସରପଞ୍ଚଙ୍କ ଘରେ ଭିଜିଲାନ୍ସ୍। ଏକକାଳୀନ ୬ଟି ସ୍ଥାନରେ ଚଢ଼ଉ। ଭଦ୍ରକ ଭଣ୍ଡାରିପୋଖରୀ ବ୍ଳକ ତେସିଙ୍ଗା ସେବା ସମବାୟ ସମିତି ସଂପାଦକ ରାଜେନ୍ଦ୍ର ଖଣ୍ଡେଇଙ୍କ ଘରେ ଭିଜିଲାନ୍ସ ରେଡ୍ ହୋଇଛି।

ରାଜେନ୍ଦ୍ରଙ୍କ ସ୍ତ୍ରୀ ସଂଗୀତା ଖଣ୍ଡେଇ ତେସିଙ୍ଗା ସରପଂଚ ଅଟନ୍ତି। ଆୟବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍‌ସ ପକ୍ଷରୁ ରାଜେନ୍ଦ୍ରଙ୍କ ଘରେ ରେଡ୍ କରାଯାଉଛି।  ରାଜେନ୍ଦ୍ରଙ୍କ ବାସଭବନ ସହ ଇଟା ଫ୍ୟାକ୍ଟ୍ରି, ଶ୍ୱଶୂର ଘର, ତେସିଙ୍ଗା ସେବା ସମବାୟ ସମିତି, ତେସିଙ୍ଗା ପଞ୍ଚାୟତ କାର୍ଯ୍ୟାଳୟ ଓ ତାଙ୍କ ବନ୍ଧୁଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି।

ଆହୁରି ପଢ଼ନ୍ତୁ

ଓଡ଼ିଶାରେ କରୋନା ଟିକା ମାଗଣାରେ ଦିଆଯିବ କି? ରଣେନ୍ଦ୍ରଙ୍କ ପ୍ରଶ୍ନର ଜବାବ ରଖିଲା ବିଜେପି

ବିଶ୍ୱାସରେ ବିଷ ଦେଇଦେଲେ ସାଙ୍ଗ !

ଥାନା ଅଧିକାରିଣୀଙ୍କ ଶୁଭେଚ୍ଛା ବିଜ୍ଞାପନରେ ବିଧାୟକଙ୍କ ଫଟୋ ଓ ଦଳୀୟ ଚିହ୍ନ

‘ଓଡ଼ିଶା ଲୋକଙ୍କୁ ମାଗଣା ଟିକା ପାଇଁ କଥାଦେବାକୁ ପଛଘୁଞ୍ଚା କାହିଁକି?’

କୋରାପୁଟରେ ମାଓ ବିରୋଧୀ ପୋଷ୍ଟର

ରାସ୍ତାରୁ ଉଠୁ ନାହାନ୍ତି ମହିଳା

ବରମୁଣ୍ଡା ବ୍ରିଜ୍‌ ତଳୁ ମିଳିଲା ଯୁବକଙ୍କ କ୍ଷତାକ୍ତ ମୃତଦେହ

୨୯ରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା

ଓଡ଼ିଶାରେ କରୋନା ସ୍ଥିତି: ଆଖି ବୁଜିଲେ ଆଉ ୧୬ କରୋନା ଆକ୍ରାନ୍ତ

ଦିନକରେ ଓଡ଼ିଶାରେ ୧,୬୩୩ କରୋନା ପଜିଟିଭ୍‌‌ ଚିହ୍ନଟ

ଟ୍ରକ୍‌କୁ ଧକ୍କା ଦେଲା ଟ୍ରକ୍‌, ଚାଲିଗଲା ୨ ଜୀବନ

ନିଖୋଜ ହୋଇଥିବା ବୀରମିତ୍ରପୁର ଥାନା ଦୁଷ୍କର୍ମ ପୀଡ଼ିତା ଉଦ୍ଧାର

You might also like