ଅବକାରୀ ଅଧୀକ୍ଷକଙ୍କ ଘରେ ଭିଜିଲାନ୍ସ ଚଢ଼ଉ

ବଲାଙ୍ଗିର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରଗଡ଼ ଅବକାରୀ ଅଧୀକ୍ଷକ ମକରଧ୍ୱଜ ବର୍ଗାଙ୍କ ଘରେ ଭିଜିଲାନ୍ସ ରେଡ୍‌ କରିଛି। ଅଧୀକ୍ଷକଙ୍କ ଘର ସମେତ ୮ଟି ସ୍ଥାନରେ ରେଡ୍‌ ଚାଲିଛି।

ବରଗଡ଼ ଅଧକ୍ଷକଙ୍କ ବଲାଙ୍ଗିର, ବରଗଡ଼, ସୋନପୁର, ସମ୍ବଲପୁର ଓ ବୁର୍ଲା ଘରେ ଚଢ଼ାଉ କରି ଭିଜିଲାନ୍ସ ଟିମ୍‌ ଟଙ୍କା ସମେତ ବିଭିନ୍ନ କାଗଜପତ୍ର ଜବତ କରିଛି। ତେବେ ଖୋଳତାଡ ଜାରି ରଖିଛି ଭିଜିଲାନ୍ସ ବିଭାଗ। ଆୟବହିର୍ଭୁତ ସମ୍ପତ୍ତି କଥାକୁ ଅସ୍ୱୀକାର କରିଛନ୍ତି ଅଭିଯୁକ୍ତ ଅବକାରୀ ଅଧୀକ୍ଷକ।

ଆହୁରି ପଢ଼ନ୍ତୁ

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

ଦାଦାବଟି ରୋକିବାକୁ ଜାରି ହେଲା ହେଲ୍ପଲାଇନ୍ ନମ୍ୱର

କରୋନାର କ୍ୟାରେକ୍ଟର ପ୍ରୋଫାଇଲ ବହୁତ କ୍ରିଟିକାଲ, ଭ୍ୟାକସିନ ଆସିବା ପର୍ଯ୍ୟନ୍ତ ସାବଧାନ ରୁହ: ନବୀନ

ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣାରେ ପେଟ୍ରୋଲିୟମ ମନ୍ତ୍ରାଳୟ ଅଧିକାରୀଙ୍କ ତଦନ୍ତ

You might also like