ଭିଜିଲାନ୍ସ ଜାଲରେ ପୁଲିସ କନଷ୍ଟେବଲ

ପାରଳାଖେମୁଣ୍ଡି: ପାରଳାଖେମୁଣ୍ଡିର ଦୁଇ ଜଣ କନଷ୍ଟେବଲଙ୍କ ଘରେ ଗଜପତି ଜିଲ୍ଲା ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ଉ କରାଯାଇଛି। ଅଭିଯୁକ୍ତ ଦୁଇ କନଷ୍ଟେବଲଙ୍କ ନାମ ରଞ୍ଜିତ ଲିମ୍ମା ଓ ତନୁଜ ସାବତ।

ରଞ୍ଜିତ ଲିମ୍ମା ଜିଲ୍ଲା ହାବିଦାର ଓ କନଷ୍ଟେବଲ ସଂଘର ସଭାପତି ଥିବା ବେଳେ ତନୁଜ ସାବତ ପୁଲିସ୍‌ ଆର.ଆଇ ଅଫିସରେ କାର୍ଯ୍ୟରତ ଅଛନ୍ତି। ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ କରାଯାଇଛି। ଭିଜିଲାନ୍ସ ଜବତ ହୋଇଥିବା ସଂପତ୍ତିର ଆକଳନ କରୁଛି।

You might also like