ଗାଁ ସମ୍ପାଦକଙ୍କ ଘର ଉପରକୁ ବୋମାମାଡ଼

ଖୋର୍ଦ୍ଧା: ଖୋର୍ଦ୍ଧା ଗୁରୁଜଙ୍ଗରେ ବୋମାମାଡ଼। ଗତକାଲି ବିଳମ୍ବିତ ରାତିରେ ଗାଁ କମିଟି ସମ୍ପାଦକ ଜିତେନ୍ଦ୍ର ସାହୁଙ୍କ ଘର ଉପରକୁ ବୋମାମାଡ଼ ହୋଇଥିବା ନେଇ ଅଭିଯୋଗ ହୋଇଛି।

ବୋମାମାଡ଼ରେ ସେଭଳି ବଡଧରଣର କୌଣସି କ୍ଷୟକ୍ଷତି ହୋଇନି । ପୂର୍ବ ଶତ୍ରୁତାରୁ ଗତକାଲି ବିଳମ୍ବିତ ରାତିରେ ଘର ଉପରେ ବୋମାମାଡ କରାଯାଇଥିବା ନେଇ ଟାଉନ ଥାନାରେ ଅଭିଯୋଗ କରିଛନ୍ତି ଜିତେନ୍ଦ୍ର।  ୬ ଜଣଙ୍କ ନାଁରେ ଟାଉନ ଥାନାରେ ଅଭିଯୋଗ ପରେ ପୋଲିସ ଛାନଭିନ୍‌ ଆରମ୍ଭ କରିଛି।

ଆହୁରି ପଢ଼ନ୍ତୁ

OUAT ପ୍ରଫେସରଙ୍କ ଘରେ କଳା କନା ବୁଲାଇଲେ ଦୁର୍ବୃତ୍ତ

ଅଧାରେ ରହିଗଲା ଫେସ୍‌ବୁକ୍ ପ୍ରେମ, ବିବାହ ବେଦୀରୁ ଉଠାଇ ନେଲା ପୋଲିସ୍

ଆଜିକୁ ୨୧ ବର୍ଷ ତଳେ ପ୍ରକୃତିର ଏମିତି କରାଳ ରୂପ ଦେଖିଥିଲା ଓଡ଼ିଶା

‘ପୋଲିସ୍‌ ସାର୍‌ ବାଡ଼ିରେ ମୋତେ ପିଟି ପକାଇଲେ’

ଆଶ୍ଚର୍ଯ୍ୟ ! ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ

ରାଜ୍ୟରେ ୧୩  କରୋନା ରୋଗୀଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧,୬୧୭ ପଜିଟିଭ୍‌ ଚିହ୍ନଟ

ନକଲି ସୁନା ଇଟା ଦେଇ ବ୍ୟବସାୟୀଙ୍କଠୁ ଲୁଟିନେଲେ ୫ ଲକ୍ଷ

ଘୁଞ୍ଚିଲା ଓଡ଼ିଶା ସିଭିଲ୍‌ ସର୍ଭିସ-୨୦୧୯ର ମୁଖ୍ୟ ଲିଖିତ ପରୀକ୍ଷା

ମାମୁଙ୍କୁ ହତ୍ୟା କରି ପୋଖରୀରେ ଫିଙ୍ଗି ଦେଲେ ଭଣଜା

କୂଅ ଭିତରୁ ମିଳିଲା ନିଖୋଜ ମା’ ଓ ପୁଅଙ୍କ ମୃତଦେହ

କେବେ ଖୋଲିବ ମନ୍ଦିର? ଦ୍ୱିତୀୟ ଥର ପାଇଁ ଘଣ୍ଟ ପିଟିଲେ ସେବାୟତ

You might also like