କଣ୍ଟେନ୍‌ମେଣ୍ଟ ଜୋନ୍‌ରେ ଉତ୍ତେଜନା: ପୋଲିସ୍‌ ଉପରକୁ ପଥରମାଡ଼, ଭାଙ୍ଗିଦେଲେ ବ୍ୟାରିକେଡ୍‌

ରାଉଲକେଲା: ରାଉରକେଲା ନାଲାରୋଡ୍ କଣ୍ଟେନମେଣ୍ଟ ଅଞ୍ଚଳର ମହତାବ ରୋଡରେ ଉତ୍ତେଜନା। କିଛି ଲୋକ ପୋଲିସ ଉପରେ ପଥର ମାଡ଼ କରିବା ସହ ବ୍ୟାରିକେଡ ଭାଙ୍ଗିଦେଇଥିବା ସୂଚନା ମିଳିଛି। ଘଟଣା ସ୍ଥଳରେ ଉତ୍ତେଜନା ବଢିବା ପରେ ଅଧିକ ଫୋର୍ସ ପଠାଯାଇଛି। ତେବେ କେଉଁ କାରଣକୁ ନେଇ ପଥର ମାଡ଼ ଓ  ବ୍ୟାରିକେଡ଼ ଭଙ୍ଗା ହୋଇଛି ତାହା ସ୍ପଷ୍ଟ ହୋଇପାରିନାହିଁ।

ପ୍ରକାଶଥାଉକି, ସୁନ୍ଦରଗଡ଼ରେ ୧୧ ଜଣ ଆକ୍ରାନ୍ତ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୫ଜଣ ସୁସ୍ଥ ହୋଇଥିବା ବେଳେ ଏବେବି ୬ ଆକ୍ଟିଭ କେଶ ରହିଛି। ଏହାକୁ ଦୃଷ୍ଟିରେ ରଖି ନାଲାରୋଡ୍‌ ଅଞ୍ଚଳକୁ ପ୍ରଶାସନ କଣ୍ଟେନ୍‌ମେଣ୍ଟ ଅଞ୍ଚଳ ଘୋଷଣା କରାଯାଇଥିଲା।

ଆହୁରି ପଢ଼ନ୍ତୁ

ବିଜେଡିରେ କେଁ: ଇସ୍ତଫା ଦେଉ ଦେଉ ଦଳରୁ ବିଦା ହେଲେ ଯୁବ ନେତା

Odisha Plus 3 Admissions: ପ୍ରକାଶ ପାଇଲା ପ୍ରଥମ କଟ୍ ଅଫ୍ ମାର୍କ

ଦିନକରେ ୧୬ କରୋନା ରୋଗୀଙ୍କ ମୃତ୍ୟୁ, ଓଡ଼ିଶାରେ ୮୦୦ ଟପିଲା ମୃତ୍ୟୁ ସଂଖ୍ୟା

ଦିନକରେ ଓଡ଼ିଶାରେ ୩,୨୩୫ କରୋନା ଆକ୍ରାନ୍ତ‌ ଚିହ୍ନଟ

ପ୍ରତି ୧୫ ଦିନରେ କୋଭିଡ୍ ହସ୍ପିଟାଲ୍‌ରେ ହେବ ଫାୟାର ସେଫ୍ଟି ଅଡିଟ୍

ଆଗ ଭୁଲ୍ କଲା,‌ ପରେ କ୍ଷମା ମାଗିଲା: ସମ୍ବଲପୁର ପଶ୍ଚିମବଙ୍ଗରେ ବୋଲି କହିଲା Amazon

Plus III Admission: ଆଜି ପ୍ରକାଶ ପାଇବ ପ୍ରଥମ ମେରିଟ୍ ଲିଷ୍ଟ

ତାପଙ୍ଗର ହାତିଆ ମୁଣ୍ଡିଆ ନିଷିଦ୍ଧାଞ୍ଚଳ ଘୋଷିତ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

You might also like