ଭୁବନେଶ୍ୱର କଂଗ୍ରେସ ଭବନରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ

ଭୁବନେଶ୍ୱର: ନବନିଯୁକ୍ତ ଯୁବ କଂଗ୍ରେସ ସଭାପତିଙ୍କ ନିଯୁକ୍ତିକୁ ନେଇ ଭୁବନେଶ୍ୱର କଂଗ୍ରେସ ଭବନରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି। ନୂତନ ସଭାପତି ସ୍ମୃତି ଲେଙ୍କାଙ୍କ ନିଯୁକ୍ତିକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଏହି ସଂଘର୍ଷ ହୋଇଥିବା ସୂଚନା ମିଳିଛି।

ସୂଚନା ଅନୁସାରେ, ସ୍ମୃତି ଲେଙ୍କାଙ୍କ ନିଯୁକ୍ତିକୁ ବିରୋଧ କରି ଗୋଟିଏ ଗୋଷ୍ଠୀ ଫାଟକରେ ତାଲା ପକାଇ ଥିବାବେଳେ ସ୍ମୃତିଙ୍କ ସମର୍ଥକ ତାଲା ଭାଙ୍ଗି କଂଗ୍ରେସ ଭବନରେ ପଶିଥିଲେ। ଯାହାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଥିଲା।

ଅନ୍ୟପକ୍ଷେ, ପରିସ୍ଥିତି ନିୟନ୍ତ୍ରଣ କରିବାକୁ ଯାଇ ପୁଲିସ୍‌ ଏହି ଘଟଣାରେ ହସ୍ତକ୍ଷେପ କରିଛି। ଏହି ଘଟଣାରେ ପୁଲିସ୍‌ ଜଣଙ୍କୁ ଅଟକ ରଖିଥିବା ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ

‘ବିଜ୍ଞପ୍ତି ପ୍ରକାଶ ପାଇବା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ମନେପଡ଼େ ନିର୍ବାଚନ ମଣ୍ଡଳୀ କଥା’

ଉପନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ତିର୍ତ୍ତୋଲବାସୀଙ୍କୁ ସରକାରଙ୍କ ଭେଟି

ଭୁବନେଶ୍ୱରରେ ଚୋରା ବନ୍ଧୁକ ଡିଲ୍‌ର ପର୍ଦ୍ଦାଫାସ

ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

୨୪ ଘଣ୍ଟାରେ ୪,୨୦୮ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

You might also like