୨ ଛାତ୍ର ଗୋଷ୍ଠୀ ମଧ୍ୟରେ ହଣାକଟା, ଜଣେ ଗୁରୁତର

ବ୍ରହ୍ମପୁର : ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ହଣାକଟା। ୨ ଛାତ୍ରଗୋଷ୍ଠୀଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିବା ଜଣାପଡିଛି। ମାରଣାସ୍ତ୍ରରେ ଛାତ୍ରଙ୍କୁ ଆକ୍ରମଣ କରାଯାଇଥିବା ଜଣାପଡିଛି।

ଆକ୍ରମଣରେ ଛାତ୍ର ଜଣକ ଗୁରୁତର ହୋଇ ପଡିଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ MKCGକୁ ସ୍ଥାନାନ୍ତର କରାଯାଇଛି। ଘଟଣା ସ୍ଥଳରେ ଫଉଲିସ ପହଞ୍ଚି ୨ ଛାତ୍ରଙ୍କୁ ଥାନାରେ ଅଟକ ରଖିଛି। ପୂର୍ବରୁ ୨ ଛାତ୍ର ଗୋଷ୍ଠୀଙ୍କ ମଧ୍ୟରେ ଗଣ୍ଡଗୋଳ ଲାଗିରହିଥିଲା।

 

ଆହୁରି ପଢ଼ନ୍ତୁ

ପୋଲିସ ପଞ୍ଝାରେ କଫ୍ ସିରପ୍ ମାଫିଆ ଜଗା, ୧୮ ଶହ ବୋତଲ ଜବତ

କୋରାପୁଟରୁ କଟକ: ପୂରଣ ହେଲା ଆଦିବାସୀ ଝିଅର ସଙ୍ଗୀତ ସ୍ଵପ୍ନ

ଦିନକରେ ସୁସ୍ଥ ହେଲେ ୪୦୧୮ କରୋନା ଆକ୍ରାନ୍ତ

Bhubaneswar Corona News: ଭୁବନେଶ୍ୱରରୁ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ, ୨୧୮ ଲୋକାଲ କେସ୍

ଶ୍ରୀକୃଷ୍ଣଙ୍କ ପ୍ରେମରେ ବାୟା ଋଷିଆନ୍ ଦମ୍ପତି

‘ବିଜେଡିର ବିରୋଧ ପଛରେ ସିବିଆଇ ରେଡ୍’

ବୋହୂର ପିଲାପିଲି ନହେବାରୁ ଶ୍ୱଶୁର ଭିଆଇଲା ଏଭଳି କାଣ୍ଡ

ରାଜ୍ୟରେ କାହିଁକି ବଢ଼ୁଛି କରୋନା ସଂକ୍ରମଣ?

ଡାକ୍ତରଖାନା ଷ୍ଟ୍ରେଚରରେ ରୋଗୀଙ୍କୁ ଶୁଆଇ ସହର ବୁଲିଲେ ସଂପର୍କୀୟ

ରାଜ୍ୟସଭାରେ କୃଷି ବିଲ୍‌କୁ ବିରୋଧ କଲା ବିଜେଡି

ଘର ଭିତରୁ ମିଳିଲା ବାଘର କଟା ମୁଣ୍ଡ, ଛାଲ

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

You might also like