ପୁଲିସ୍‌ ଗାଡ଼ିରୁ କଳା ଧୂଆଁ ବାହାରୁଥିବା ଦେଖି ପିଛା କଲେ ଲୋକେ, ଆଉ ତା’ପରେ…

ବ୍ରହ୍ମପୁର: ନୂଆ ଟ୍ରାଫିକ୍  ନିୟମ ଲାଗୁ ହେବାପରେ ଏବେ ପୁଲିସ ଓ ପବ୍ଲିକ୍ ମଧ୍ୟରେ ଚାଲିଛି ଛକାପଞ୍ଝା। ସାଧାରଣ ଲୋକେ ଟ୍ରାଫିକ୍  ନିୟମ ଭାଙ୍ଗିଲେ ପୁଲିସ୍‌ ସେମାନଙ୍କ ନିକଟରୁ ଜରିମାନା ଆଦାୟ କରୁଥିବାବେଳେ ପୁଲିସର ଆଇନ ଉଲ୍ଲଂଘନକୁ ବି ଆଙ୍ଗୁଳି ଉଠାଇବାକୁ ପଛାଉ ନାହାନ୍ତି ପବ୍ଲିକ୍। ଗଞ୍ଜାମ ଜିଲ୍ଲାରେ ଏଭଳି ଏକ ଘଟଣାକୁ ନେଇ ଏକ ଭିଡିଓ ଏବେ ଭାଇରାଲ ହୋଇଛି।

ହୁମାରୁ ପାଲୁଲ ଅଭିମୁଖେ ଯାଉଥିବା ଏକ ପୁଲିସ୍‌ ଗାଡ଼ିରୁ ପ୍ରଚୁର ପରିମାଣର କଳା ଧୂଆଁ ବାହାରୁଥିବାରୁ ଏହା ଲୋକଙ୍କ ନଜରରେ ପଡ଼ିଥିଲା। ଏହାପରେ ଜଣେ ବ୍ୟକ୍ତି ଉକ୍ତ ପୁଲିସ୍‌ ଗାଡ଼ିର ପଲ୍ୟୁସନ୍ ସାର୍ଟିଫିକେଟ୍ ଦେଖାଇବାକୁ କହିଥିଲେ। ହେଲେ ପୁଲିସ୍‌ ଭ୍ୟାନଟି ଦ୍ରୁତଗତିରେ ପଳାଇ ଯିବାରୁ ୨ଜଣ ଯୁବକ ଗାଡ଼ିକୁ ପିଛା କରିବା ସହ ଘଟଣାର ଦୃଶ୍ୟ ମଧ୍ୟ ଉତ୍ତୋଳନ କରିଥିଲେ। ସୋଶାଲ ମିଡିଆରେ ଭାଇରାଲ ହୋଇଥିବା ଏହି ଭିଡିଓକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି।

ଆହୁରି ପଢ଼ନ୍ତୁ

ହୋଟେଲରେ ଚାଲିଥିଲା ସେକ୍ସ ରାକେଟ୍, ୨ ମହିଳାଙ୍କ ସମେତ ଗ୍ରାହକ ଓ ହୋଟେଲ ମ୍ୟାନେଜର ଅଟକ

ସୁପ୍ରିମକୋର୍ଟ ଗଲେ ବର୍ଷା

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Corona Update In Odisha: ୨୪ ଘଣ୍ଟାରେ ୪,୨୦୯ ପଜିଟିଭ୍‌ ଚିହ୍ନଟ

ଏକାଧିକ ଦୋକାନ ଉପରକୁ ଚଢ଼ି ଓଲଟି ପଡ଼ିଲା ଟ୍ରକ୍‌

ଶୁଦ୍ଧିକ୍ରିୟାରେ ଯୋଗ ଦେଇ ଘରକୁ ଫେରୁଥିଲେ, ବାଟରେ ଘଟିଲା ଦୁର୍ଘଟଣା

ଭୁବନେଶ୍ୱରରେ ୪୧ ଦୋକାନ ସିଲ୍‌, ୨୮୩୩ ଜଣଙ୍କୁ ଫାଇନ୍‌; କଟକରେ ବି ଆକ୍ସନ ମୋଡ୍‌ରେ ପୋଲିସ୍

ନା ଥିଲା ମାସ୍କ ନା ଥିଲା ସାମାଜିକ ଦୂରତା: କରୋନା କଟକଣାକୁ ଫୁ’ କରି ଧୁମ୍‌ଧାମ୍‌ରେ ଚାଲିଥିଲା ବିଶ୍ୱକର୍ମା ଭସାଣ

SCB କୋଭିଡ୍‌ ୱାର୍ଡରେ‌ ଅବ୍ୟବସ୍ଥା ଘଟଣାର ତଦନ୍ତ କରିବ ୩ ଜଣିଆ କମିଟି

ତାଗିଦ ନାଁରେ ବ୍ୟବସାୟ ଉପରେ ଛାଟ !

୨୪ ଘଣ୍ଟାରେ ସୁସ୍ଥ ହେଲେ ୪୧୦୧ କରୋନା ଆକ୍ରାନ୍ତ

ଦିନକରେ ୮ଟି ସ୍ଥାନରେ ସିବିଆଇ ରେଡ୍

You might also like