ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କୁ ଅଟକ ରଖିଲେ ଗାଁ ଲୋକେ

ବାଲେଶ୍ୱର: ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କୁ ଅଟକ ରଖିଲେ ଲୋକେ। ବାଲେଶ୍ୱର ଜିଲ୍ଲା ସୋର ବ୍ଲକ ଦାଣ୍ଡପଳସା ଗାଁରେ ଇନ୍ଦିରା ଆବାସ ଯୋଜନାରେ କାର୍ଯ୍ୟାଦେଶ ବାଣ୍ଟିବା ପାଇଁ ଯାଇଥିବାବେଳେ ଲୋକେ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଅଟକାଇଥିଲେ। ଗାଁରେ ଗରିବଶ୍ରେଣୀର ଲୋକଙ୍କୁ ଇନ୍ଦିରାଆବାସ ଦିଆନଯାଇ ଧନୀ ଶ୍ରେଣୀର ଲୋକଙ୍କୁ ଦିଆଯାଇଥିବା ଲୋକେ ଅଭିଯୋଗ କରିଛନ୍ତି।

ସରକାରୀ ଯୋଜନା ଆବଣ୍ଟନରେ ପାତରଅନ୍ତର ହୋଇଥିବାରୁ ଏହାର ପ୍ରତିବାଦ କରିବା ସହ ନ୍ୟାୟ ପ୍ରଦାନ କରିବାକୁ ଦାବି କରିଥିଲେ। ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଅଟକ ରଖିଥିବା ଖବର ପାଇ ଗାଁରେ ପହଞ୍ଚିଥିଲା ପୋଲିସ। ଗ୍ରାମବାସୀଙ୍କୁ ପୋଲିସ ବୁଝାସୁଝା କରୁଥିବା ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ

ସରପଞ୍ଚ ଗଣିବେ ଲକ୍ଷେ ଟଙ୍କା ଫାଇନ୍‌

ପର୍ବତାରୋହୀ ଯୋଗବ୍ୟାସ ଭୋଇଙ୍କ ଉପରକୁ ଆକ୍ରମଣ

ପରଲୋକରେ ‘ଜହ୍ନମାମୁଁ’ ପତ୍ରିକାର ପ୍ରସିଦ୍ଧ କାର୍ଟୁନିଷ୍ଟ କେ.ସି ଶିବଶଙ୍କର

ପାନ ଖାଇ ଶ୍ରୀମନ୍ଦିରକୁ ଯାଇପାରିବେନି; ଧରା ପଡ଼ିଲେ ଗଣିବେ ଫାଇନ୍‌

ଗାନ୍ଧି ଜୟନ୍ତୀରୁ ବିଜେଡିର କୋଭିଡ୍ ମହାମାରୀ ସଚେତନତା ଅଭିଯାନ

ବିଜୁଳି ଦର ବୃଦ୍ଧି ନେଇ ସରକାରଙ୍କୁ କଂଗ୍ରେସର ଟାର୍ଗେଟ୍‌

ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍‌ର କପିକୁ ଚିରି ଦେଲେ ତାରା

ଗୃହରେ କୋଭିଡ ତାତି; କଂପାନୀଙ୍କୁ ବ୍ଲାଙ୍କ୍ ଚେକ୍ କାହିଁକି ଦିଆଯାଇଥିଲା ବୋଲି ପ୍ରଶ୍ନ କଲା ବିରୋଧୀ

ରାଜ୍ୟରେ ୩୮୯୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ମୋଟ ସୁସ୍ଥ ସଂଖ୍ୟା…

କମିବ ଘରୋଇ ସ୍କୁଲ୍‌ ଫି !

ଭୁବନେଶ୍ୱରରୁ ୩୨୯ ପଜିଟିଭ ଚିହ୍ନଟ ଓ ୩୯୫ ସୁସ୍ଥ

ହାଇକୋର୍ଟରେ ମାମଲା ଦାୟର କଲେ ସମ୍ବିତ ପାତ୍ର

You might also like