ମହିଳାଙ୍କୁ ଦୁର୍ବ୍ୟବହାର ଅଭିଯୋଗରେ VLW ଅଟକ
ମୟୁରଭଞ୍ଜ : ମହିଳାଙ୍କୁ ଦୁର୍ବ୍ୟବହାର ଅଭିଯୋଗରେ VLW ଅଟକ। ମୟୁରଭଞ୍ଜ ଜିଲ୍ଲା କପ୍ତିପଦା ବ୍ଲକ୍ ବଡ଼ଖିଲାଡି ପଞ୍ଚାୟତ କାର୍ଯ୍ୟାଳୟରେ ଏହି ଘଟଣା ଘଟିଛି। ଆଜି ଖାଉଟି ସାମଗ୍ରୀ ଓ ଭତ୍ତା ବଣ୍ଟନ ବେଳେ VLW ବିଦ୍ୟୁତ୍ ମହାପାତ୍ର ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦ କରି ହିତାଧିକାରୀମାନେ VLWଙ୍କୁ ପଞ୍ଚାୟତ କାର୍ଯ୍ୟାଳୟରେ ଘେରାଉ କରି ରଖିବା ସହ ତାଲା ପକାଇଦେଇଥିଲେ। ଖବର ପାଇ କପ୍ତିପଦା ପୁଲିସ VLWଙ୍କୁ ଉଦ୍ଧାର କରିଛି। ତେବେ ଅଭିଯୋଗକୁ ନେଇ VLWଙ୍କ […]
ମୟୁରଭଞ୍ଜ : ମହିଳାଙ୍କୁ ଦୁର୍ବ୍ୟବହାର ଅଭିଯୋଗରେ VLW ଅଟକ। ମୟୁରଭଞ୍ଜ ଜିଲ୍ଲା କପ୍ତିପଦା ବ୍ଲକ୍ ବଡ଼ଖିଲାଡି ପଞ୍ଚାୟତ କାର୍ଯ୍ୟାଳୟରେ ଏହି ଘଟଣା ଘଟିଛି। ଆଜି ଖାଉଟି ସାମଗ୍ରୀ ଓ ଭତ୍ତା ବଣ୍ଟନ ବେଳେ VLW ବିଦ୍ୟୁତ୍ ମହାପାତ୍ର ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି।
ଏହାର ପ୍ରତିବାଦ କରି ହିତାଧିକାରୀମାନେ VLWଙ୍କୁ ପଞ୍ଚାୟତ କାର୍ଯ୍ୟାଳୟରେ ଘେରାଉ କରି ରଖିବା ସହ ତାଲା ପକାଇଦେଇଥିଲେ। ଖବର ପାଇ କପ୍ତିପଦା ପୁଲିସ VLWଙ୍କୁ ଉଦ୍ଧାର କରିଛି। ତେବେ ଅଭିଯୋଗକୁ ନେଇ VLWଙ୍କ ପ୍ରତିକ୍ରିୟା ମିଳିପାରିନାହିଁ।