ମହିଳାଙ୍କୁ ଦୁର୍ବ୍ୟବହାର ଅଭିଯୋଗରେ VLW ଅଟକ

ମୟୁରଭଞ୍ଜ : ମହିଳାଙ୍କୁ ଦୁର୍ବ୍ୟବହାର ଅଭିଯୋଗରେ VLW ଅଟକ। ମୟୁରଭଞ୍ଜ ଜିଲ୍ଲା କପ୍ତିପଦା ବ୍ଲକ୍‌ ବଡ଼ଖିଲାଡି ପଞ୍ଚାୟତ କାର୍ଯ୍ୟାଳୟରେ ଏହି ଘଟଣା ଘଟିଛି। ଆଜି ଖାଉଟି ସାମଗ୍ରୀ ଓ ଭତ୍ତା ବଣ୍ଟନ ବେଳେ VLW  ବିଦ୍ୟୁତ୍ ମହାପାତ୍ର ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି।

ଏହାର ପ୍ରତିବାଦ କରି ହିତାଧିକାରୀମାନେ VLWଙ୍କୁ ପଞ୍ଚାୟତ କାର୍ଯ୍ୟାଳୟରେ ଘେରାଉ କରି ରଖିବା ସହ ତାଲା ପକାଇଦେଇଥିଲେ। ଖବର ପାଇ କପ୍ତିପଦା ପୁଲିସ VLWଙ୍କୁ  ଉଦ୍ଧାର କରିଛି। ତେବେ ଅଭିଯୋଗକୁ ନେଇ VLWଙ୍କ ପ୍ରତିକ୍ରିୟା ମିଳିପାରିନାହିଁ।

ଆହୁରି ପଢ଼ନ୍ତୁ

ବିଜୁ ଯୁବ ବାହିନୀ ସଦସ୍ୟ ସାମ୍ବାଦିକାଙ୍କୁ ଦୁର୍ବ୍ୟବହାର କରିଥିବା ଅଭିଯୋଗ

ଭାଙ୍ଗିଲା ରକ୍ଷଣଶୀଳତାର ମଜବୁତ୍ ବାଡ଼; ଝିଅ କାନ୍ଧରେ ମଶାଣି ଗଲେ ବାପା

ପାଟକୁରା ବିଜେପି ପ୍ରାର୍ଥୀ ବିଜୟ ମହାପାତ୍ରଙ୍କ ବିରୋଧରେ ନକଲି ଭିଡିଓ ଭାଇରାଲ୍

କ୍ରୀଡ଼ାର ପ୍ରାଣ କେନ୍ଦ୍ର କୁହାଯାଉଥିବା ଓଡ଼ିଶାରେ ନାହିଁ କ୍ରୀଡ଼ା ନୀତି

ପ୍ରଶାନ୍ତଙ୍କ ଦୃଢ଼ ଇଛାଶକ୍ତି ଆଗରେ ହାର ମାନିଛି ଶାରିରୀକ ଅକ୍ଷମତା

ଧୋକା ଦେଲା ମୌସୁମୀ: ଶ୍ରାବଣ ମାସରେ ବିଲ ଫାଟି ଆଁ

ସାପ ସହ ଷ୍ଟଣ୍ଟ କରିବା ମହଙ୍ଗା ପଡ଼ିଲା

ବିଜେପି ସଦସ୍ୟତା ଅଭିଯାନ: ୧୦ ଲକ୍ଷ ଯୁବକଙ୍କୁ ଦଳରେ ସାମିଲ୍‌ କରିବାକୁ ଲକ୍ଷ୍ୟ

ପାଣି ପାଇଁ ତାତିଲେ ଲୋକେ

ପାଟକୁରା ନିର୍ବାଚନ: ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଦାବି କଲା ବିଜେଡି

ଦୁର୍ବୃତ୍ତ ଝାମ୍ପିନେଲେ ସାଢ଼େ ୬ ଲକ୍ଷ ଟଙ୍କା

ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ୍ ଚାମ୍ପିୟନସିପ୍ ; ଫାଇନାଲରେ ଭାରତୀୟ ପୁରୁଷ ଓ ମହିଳା ଟିମ୍

You might also like