ରାଜ୍ୟରେ ଶେଷ ପର୍ଯ୍ୟାୟ ମତଦାନ, କେନ୍ଦ୍ରାପଡ଼ା ‌ଉପରେ ନଜର

ଭୁବନେଶ୍ୱର: ୧୯ ମହାଯୁଦ୍ଧର ଶେଷ ପର୍ଯ୍ୟାୟରେ ୬ଟି ଲୋକସଭା ଓ ଏହା ଅନ୍ତର୍ଗତ ୪୧ଟି ବିଧାନସଭା ଆସନ ଲାଗି ଭୋଟ୍ ଗ୍ରହଣ ହେଉଛି। ହେଲେ ସାରା ଓଡ଼ିଶାବାସୀଙ୍କ ନଜର କେନ୍ଦ୍ରାପଡ଼ା ଉପରେ। କାହିଁକି ନା ଏଠିକାର ଲଢ଼େଇ ସମ୍ମାନ ଓ ସ୍ୱାଭିମାନ ଲଢ଼େଇରେ ପରିଣତ ହୋଇଯାଇଛି। ମଇଦାନରେ କଂଗ୍ରେସ ଥିଲେ ମଧ୍ୟ ଶେଷ ମୁହୂର୍ତ୍ତ ପର୍ଯ୍ୟନ୍ତ ବିଜେପି-ବିଜେଡି ଭିତରେ ଲାଗିଥିବା ଛକାପଞ୍ଝା କେନ୍ଦ୍ରାପଡ଼ା ଭୋଟ୍‌କୁ ଚର୍ଚ୍ଚିତ କରି ଦେଇଛି।

ତେବେ ମତଦାନ ବେଳେ ରିଗିଂ ଓ ବିଶୃଙ୍ଖଳା ଭଳି ଆଶଙ୍କାକୁ ଦୃଷ୍ଟିରେ ରଖି କେନ୍ଦ୍ରାପଡ଼ାରେ ଅତିରିକ୍ତ ଫୋର୍ସ ମୁତୟନ କରାଯାଇଛି। କେନ୍ଦ୍ରାପଡା ସଂସଦୀୟ କ୍ଷେତ୍ରର ମୋଟ ୧୯୯୨ ବୁଥ୍‌ରେ ସୁରୁଖୁରୁରେ ମତଦାନ ଲାଗି ବ୍ୟାପକ ପ୍ରସ୍ତୁତି କରାଯାଇଛି। ସମ୍ବେଦନଶୀଳ ବୁଥ୍ ଭାବେ ଚିହ୍ନଟ ହୋଇଥିବା ୨୫୬ଟି ବୁଥ୍ ଉପରେ ସୁରକ୍ଷାକର୍ମୀଙ୍କ ନଜର ସବୁଠୁ ଅଧିକ ରହିଛି।

ଶାନ୍ତିଶୃଙ୍ଖଳାର ସହ ମତଦାନ ପାଇଁ ୩୬ ପ୍ଲାଟୁନ୍ ଫୋର୍ସ ମୁତୟନ କରାଯାଇଛି। ୧୩୦ ଅଫିସରଙ୍କ ସମେତ ୩ ଶହ କନଷ୍ଟେବଲ୍‌ଙ୍କୁ ନିୟୋଜିତ କରାଯାଇଛି।

ଆହୁରି ମଧ୍ୟ ପଢ଼ନ୍ତୁ: ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଲାଗି ମତଦାନ ଆରମ୍ଭ

ଆହୁରି ପଢ଼ନ୍ତୁ

୫ ଶହ ଟଙ୍କା ପାଇଁ ନାବାଳକଙ୍କୁ ପିଟି ପିଟି ମାରିଦେଲେ !

ରହସ୍ୟ ଘେରରେ ମା’-ଝିଅଙ୍କ ମୃତ୍ୟୁ: ୪ ଦିନ ହେଲା ପଡ଼ି ରହିଛି ମୃତଦେହ

ବିଜେଡି ଛାଡ଼ିବା ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ଟାଣିଲେ ରବୀନ୍ଦ୍ର ଜେନା

୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ରୋଗୀ

ଦିନକରେ ଓଡ଼ିଶାରେ ୪,୨୩୭ କରୋନା ଆକ୍ରାନ୍ତ‌ ଚିହ୍ନଟ

‘ମୃତକଙ୍କ ହେବନି କୋଭିଡ୍-୧୯‌ ଟେଷ୍ଟ୍‌’

OJEE 2020: ଆଜି ଅନ୍‌ଲାଇନ୍‌ ଆବେଦନର ଶେଷ ତାରିଖ

ଗୁପ୍‌ଚୁପ୍ ଖାଉଥିବା ବେଳେ ତଣ୍ଟିରେ ଲାଗିଗଲା ଗୁପ୍‌ଚୁପ୍, ଚାଲିଗଲା ଜୀବନ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

You might also like