ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଲାଗି ମତଦାନ ଆରମ୍ଭ

ଭୁବନେଶ୍ୱର: ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜି ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟରେ କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ ଜଗତସିଂହପୁର ଲୋକସଭା ଓ ଏହା ଅନ୍ତର୍ଗତ ୪୧ଟି ବିଧାନସଭା ଆସନ ଲାଗି ଭୋଟ୍‌ ଗ୍ରହଣ ହେଉଛି।

ସକାଳ ସାଢ଼େ ୫ଟାରେ ବିଭିନ୍ନ ବୁଥ୍‌ରେ ମକ୍ ପୋଲ ହୋଇଥିଲା।  ଏହାପରେ ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି।  ୬ଟି ଲୋକସଭା ଆସନ ପାଇଁ ୫୨ଜଣ ଓ ୪୧ଟି ବିଧାନସଭା ଆସନ ପାଇଁ ୩୩୬ ଜଣ ପ୍ରାର୍ଥୀ ମଇଦାନରେ ଅଛନ୍ତି।  ୧୦ ହଜାର ୭୯୨ ବୁଥ୍‌ରେ ୯୫ ଲକ୍ଷ ୧୪ ହଜାର ୮୮୩ ଜଣ ଭୋଟର ସେମାନଙ୍କ ମତଦାନ ସାବ୍ୟସ୍ତ କରିବେ।

ଆହୁରି ପଢ଼ନ୍ତୁ

ଉପନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ତିର୍ତ୍ତୋଲବାସୀଙ୍କୁ ସରକାରଙ୍କ ଭେଟି

ଭୁବନେଶ୍ୱରରେ ଚୋରା ବନ୍ଧୁକ ଡିଲ୍‌ର ପର୍ଦ୍ଦାଫାସ

ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

୨୪ ଘଣ୍ଟାରେ ୪,୨୦୮ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

You might also like