ଆସନ୍ତା ୧୧ ଯାଏ VSSUT ବନ୍ଦ

ସମ୍ବଲପୁର: ଆସନ୍ତା ୧୧ ତାରିଖ ଯାଏ ବନ୍ଦ ରହିବ ବୁର୍ଲା ସ୍ଥିତ Veer Surendra Sai University of Technology(VSSUT)। କରୋନା ସଂକ୍ରମଣ ବୃଦ୍ଧି ଆଶଙ୍କାରେ ବିଶ୍ୱବିଦ୍ୟାଳୟ ବନ୍ଦ ନେଇ କର୍ତ୍ତୃପକ୍ଷ ଘୋଷଣା କରିଛନ୍ତି।

ସମସ୍ତ କର୍ମଚାରୀଙ୍କୁ ହେଡ୍‌କ୍ୱାର୍ଟର୍ସ ନ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି। ଯଦି କେହି ନିୟମ ଉଲ୍ଲଙ୍ଘନ କରନ୍ତି ତେବେ ସେମାନଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ସହ ଜରିମାନା ଆଦାୟ କରାଯିବ ବୋଲି ଚେତାବନୀ ଦିଆଯାଇଛି।

ତେବେ ହେଡ୍‌କ୍ୱାର୍ଟର୍ସ ବାହାରେ ଯେଉଁ କର୍ମଚାରୀ ମାନେ ଅଛନ୍ତି, ସେମାନେ ଫେରିଲେ ହୋମ୍ କ୍ୱାରେଣ୍ଟିନରେ ରହିବେ ବୋଲି ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରୁ ୩୨୬ କରୋନା ପଜିଟିଭ ଚିହ୍ନଟ, ୨୫୬ ଲୋକାଲ କଣ୍ଟାକ୍ଟ

ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ୩ ଜୀବନ

ଓଡ଼ିଶାର ଏଇ ପ୍ରମୁଖ ସହର ୨ ଦିନ ସଟଡାଉନ୍

ଦୈନିକ ସାଢେ ୪ ଘଣ୍ଟା ହେବ ଗୃହ କାର୍ଯ୍ୟ

‘ବିଜ୍ଞପ୍ତି ପ୍ରକାଶ ପାଇବା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ମନେପଡ଼େ ନିର୍ବାଚନ ମଣ୍ଡଳୀ କଥା’

ଉପନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ତିର୍ତ୍ତୋଲବାସୀଙ୍କୁ ସରକାରଙ୍କ ଭେଟି

ଭୁବନେଶ୍ୱରରେ ଚୋରା ବନ୍ଧୁକ ଡିଲ୍‌ର ପର୍ଦ୍ଦାଫାସ

ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

୨୪ ଘଣ୍ଟାରେ ୪,୨୦୮ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

You might also like