୩ ଦିନ ବନ୍ଦ ରହିବ VSSUT

ସମ୍ବଲପୁର: କରୋନା ସଂକ୍ରମଣରୁ ରକ୍ଷା ପାଇବା ପାଇଁ ବୁର୍ଲାର ଭିସୁଟ୍ ପରିସରକୁ ସାନିଟାଇଜ୍ କରାଯିବ। ଏଥିପାଇଁ ୩ ଦିନ ବନ୍ଦ ରହିବ ଭିସୁଟ୍ VSSUT (Veer Surendra Sai University of Technology)।

ପୂର୍ବଭଳି ଶନିବାର ଓ ରବିବାର ଭିସୁଟ୍ ବନ୍ଦ ରହିବ। ଏହାବ୍ୟତୀତ ଆସନ୍ତା ୧୨ ତାରିଖ ସୋମବାର ମଧ୍ୟ ବନ୍ଦ ରହିବ ଭିସୁଟ୍।

ଭିସୁଟ୍ ପରିସରକୁ ସାନିଟାଇଜ୍ କରାଯିବା ନିମନ୍ତେ ମୋଟ ୩ ଦିନ ପାଇଁ ଭିସୁଟ୍ ବନ୍ଦ ରହିବ ବୋଲି କର୍ତ୍ତୃପକ୍ଷ ଘୋଷଣା କରିଛନ୍ତି। ପୂର୍ବଭଳି ଅନ୍‌ଲାଇନ୍‌ରେ କିନ୍ତୁ ଛାତ୍ରଛାତ୍ରୀଙ୍କୁ ଶିକ୍ଷାଦାନ କରିବେ ଅଧ୍ୟାପକ।

 

ଆହୁରି ପଢ଼ନ୍ତୁ

ସ୍ୱାଭିମାନ ଅଞ୍ଚଳରେ ମୁଣ୍ଡ ଗଡ଼ାଇଲେ ମାଓବାଦୀ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

You might also like