କାଜୁଅାଲିଟି ଟ୍ରମା କେୟାର ୟୁନିଟ୍ କାନ୍ଥ ଦବିଲା

ଏମ୍ସରେ ଅଘଟଣ

ଭୁବନେଶ୍ୱର  : ଭୁବନେଶ୍ୱର ଏମ୍ସରେ ଅଘଟଣ। ହସ୍ପିଟାଲର କାଜୁଅାଲିଟି ଟ୍ରମା କେୟାର ୟୁନିଟ୍ କାନ୍ଥରେ ଫାଟ ସୃଷ୍ଟି ହୋଇଛି। ଫଳରେ ୨୫ ଜଣ ରୋଗୀଙ୍କୁ ଅନ୍ୟ ୱାର୍ଡକୁ ସ୍ଥାନାନ୍ତର କରାଯାଇଛି। ଘଟଣା ସ୍ଥଳରେ ପହଞ୍ଚି ଅନୁଧ୍ୟାନ କରିଛନ୍ତି ଖୋର୍ଦ୍ଧା ଜିଲ୍ଲାପାଳ।

କାନ୍ଥ ଦବିବା ନେଇ CPWDକୁ ରିପୋର୍ଟ ମାଗିଥିବା କହିଛନ୍ତି ଏମ୍ସ ନିର୍ଦ୍ଦେଶିକା ବି. ଗୀତାଞ୍ଜଳୀ।  ଭୁବନେଶ୍ୱର IIT ଶିକ୍ଷାନୁଷ୍ଠାନରୁ ବିଶେଷଜ୍ଞ ଡକାଇ ଅନୁଧ୍ୟାନ କରାଯିବ। ମାସେ ମଧ୍ୟରେ ରିପିୟାରିଂ କାମ ସରିବା ପରେ ପୁଣି ରୋଗୀଙ୍କୁ ଏଠାକୁ ସ୍ଥାନାସ୍ତର କରାଯିବ ବୋଲି ଭୁବନେଶ୍ୱର ଏମ୍ସର ନିର୍ଦ୍ଦେଶିକା ବି. ଗୀତାଞ୍ଜଳି କହିଛନ୍ତି।

ଆହୁରି ପଢ଼ନ୍ତୁ

Odisha Plus 3 Admissions: ପ୍ରକାଶ ପାଇଲା ପ୍ରଥମ କଟ୍ ଅଫ୍ ମାର୍କ

ଦିନକରେ ୧୬ କରୋନା ରୋଗୀଙ୍କ ମୃତ୍ୟୁ, ଓଡ଼ିଶାରେ ୮୦୦ ଟପିଲା ମୃତ୍ୟୁ ସଂଖ୍ୟା

ଦିନକରେ ଓଡ଼ିଶାରେ ୩,୨୩୫ କରୋନା ଆକ୍ରାନ୍ତ‌ ଚିହ୍ନଟ

ପ୍ରତି ୧୫ ଦିନରେ କୋଭିଡ୍ ହସ୍ପିଟାଲ୍‌ରେ ହେବ ଫାୟାର ସେଫ୍ଟି ଅଡିଟ୍

ଆଗ ଭୁଲ୍ କଲା,‌ ପରେ କ୍ଷମା ମାଗିଲା: ସମ୍ବଲପୁର ପଶ୍ଚିମବଙ୍ଗରେ ବୋଲି କହିଲା Amazon

Plus III Admission: ଆଜି ପ୍ରକାଶ ପାଇବ ପ୍ରଥମ ମେରିଟ୍ ଲିଷ୍ଟ

ତାପଙ୍ଗର ହାତିଆ ମୁଣ୍ଡିଆ ନିଷିଦ୍ଧାଞ୍ଚଳ ଘୋଷିତ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

You might also like