• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Pradesh Pratyush

ସମ୍ୱଲପୁର : ଲଗାଣ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରରେ ବଢିଲା ଜଳସ୍ତର। ହୀରାକୁଦ ଜଳଭଣ୍ଡାରର ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ରହିଛି। ତେବେ ଲଗାଣ ବର୍ଷା ପାଇଁ ଏବେ ଜଳସ୍ତର ୬୦୦.୫୪ ଫୁଟ୍ ଉପରେ ରହିଥିବା ଜଳଭଣ୍ଡାର ମୁଖ୍ୟଯନ୍ତ୍ରୀ ସୁନୀଲ କୁମାର ନାୟକଙ୍କ ସୂଚନା ଦେଇଛନ୍ତି। ଉପରମୁଣ୍ଡରେ ବର୍ଷା ସ୍ଥିତି ଦେଖି ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ।

ଚଳିତ ମାସ ଶେଷ ସପ୍ତାହରେ ଜଳ ନିଷ୍କାସନ ନିଷ୍ପତ୍ତି ନିଆଯାଇପାରେ ବୋଲି ସେ ସୂଚନା ଦେଇଛନ୍ତି।

https://youtu.be/4-OckgPN4Iw

Water-level-in-hirakud-dam-rises
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories