ଲଗାଣ ବର୍ଷା ଯୋଗୁ ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି

ଭୁବନେଶ୍ୱର: ଲଗାଣ ବର୍ଷା ଯୋଗୁ ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଲମତାପୁଟ ଅଞ୍ଚଳରେ ଥିବା ମାଛକୁଣ୍ଡ ନଦୀର ଜଳସ୍ତର ବିପଦ ସଙ୍କେତ ଟପିଛି।

ମାଛକୁଣ୍ଡର ଜଲାପୁଟ ଡ୍ୟାମ୍‌ର ୮ଟିରୁ ୩ଟି ଗେଟ୍ ଖୋଲା ଯାଇଛି। ଏବେ ୨୨ରୁ ୨୩ ହଜାର କ୍ୟୁସେକ୍‌ ଜଳ ଡ୍ୟାମ୍ ଭିତରକୁ ପ୍ରବେଶ କରୁଥିବା ବେଳେ ୧୨ ହଜାର କ୍ୟୁସେକ୍‌ ପାଣି ନିଷ୍କାସିତ ହେଉଛି। ଇନ୍ଦ୍ରାବତୀ ଡ୍ୟାମ୍‌ର ୨ଟି ଓ ମୁରାନ୍ ଡ୍ୟାମ୍‌ର ୨ଟି ଗେଟ୍ ଖୋଲା ଯାଇଛି।

ସେହିପରି ହୀରାକୁଦ ଡ୍ୟାମ୍‌ରେ ବର୍ତ୍ତମାନ ୧୨ଟି ଗେଟ୍ ଦେଇ ଜଳ ନିଷ୍କାସନ କରାଯାଉଛି। ଡ୍ୟାମକୁ ପ୍ରତି ସେକେଣ୍ଡରେ ୧ ଲକ୍ଷ ୪୮ ହଜାର ୬୦୦ କ୍ୟୁସେକ୍‌ ଜଳ ପ୍ରବେଶ କରୁଥିବାବେଳେ ୧ଲକ୍ଷ ୧୮ହଜାର କ୍ୟୁସେକ୍‌ ଜଳ ନିଷ୍କାସିତ ହେଉଛି। ଏବେ ହୀରାକୁଦ ଡ୍ୟାମ୍‌ର ଜଳସ୍ତର ୬୨୫.୮୯ ଫୁଟ୍ ରହିଛି।

ଆହୁରି ପଢ଼ନ୍ତୁ

ନଭେମ୍ବରରେ କେମିତି ଚାଲିବ ସରକାରୀ ଅଫିସ, ଆସିଲା ଗାଇଡ୍‌ଲାଇନ୍

କମ୍ବିଂ ଅପରେସନ୍ ବେଳେ ପୋଲିସ-ମାଓବାଦୀ ମୁହାଁମୁହିଁ

ଉପନିର୍ବାଚନ ପାଇଁ ୩ରେ ଛୁଟି ଘୋଷଣା

ରାଜ୍ୟରେ ମନ୍ଦିର ଖୋଲାଯିବା ଦରକାର: ଧର୍ମେନ୍ଦ୍ର

୨ଟି ଥାଳି ଫ୍ରି ଆଶାରେ ଅନ୍‌ଲାଇନ୍ ଅର୍ଡର କରୁଥିବା ବ୍ୟକ୍ତିଙ୍କ ଅବସ୍ଥା କଣ ହେଲା ଜାଣନ୍ତୁ

ସୁସ୍ଥ ହୋଇଥିବା ଲୋକଙ୍କୁ ବି ପୁଣି ଥରେ କରୋନା ହେବ କି ନାହିଁ ? ଓଡ଼ିଶାରେ ମିଳିଲା ପ୍ରମାଣ

ଟ୍ରକ୍ ଧକ୍କାରେ ଚାଲିଗଲା ଅଜା-ନାତିର ଜୀବନ

ହବିଷ୍ୟାଳୀଙ୍କ ପାଇଁ ମିଳିବ ମହାପ୍ରସାଦ

ଭୁବନେଶ୍ୱରରେ ଅଧା ଲୋକଙ୍କୁ ଛୁଇଁଗଲାଣି କରୋନା

ନିର୍ବାଚନ ପୂର୍ବରୁ ୧୫୦୦ ଅପରାଧୀ ଚିହ୍ନଟ, ୭୫ ୱାରେଣ୍ଟିଙ୍କୁ ଜେଲ୍

ଫେସବୁକ୍‌ରେ ପ୍ରେମ ନିବେଦନ କରି ଯୁବତୀଙ୍କୁ ଦେଖା କରିବାକୁ ଯାଇଥିଲେ, ତା’ ପରେ…

ଘର ତିଆରି ପାଇଁ ୧୫ ହଜାର ଟଙ୍କାରେ ବିକିଥିଲେ ଶିଶୁ କନ୍ୟା 

You might also like