ଝଡ଼ବର୍ଷା ନେଇ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ଆଜି ରାଜ୍ୟର ୪ଟି ଜିଲ୍ଲାରେ ଝଡ଼ବର୍ଷା ସହିତ ବଜ୍ରପାତ ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଅପରାହ୍ନ ୪ଟା ୧୫ ପର୍ଯ୍ୟନ୍ତ ଜଗତସିଂହପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି।

You might also like