• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ରାୟଗଡ଼ା: ସଟ୍‌ଡାଉନ୍‌ ତାଲିକାରେ ସାମିଲ ହେଲା ଓଡ଼ିଶାର ଆଉ ଏକ ଜିଲ୍ଲା। ଆସନ୍ତାକାଲିଠୁ ୨୯ ତାରିଖ ଯାଏ ରାୟଗଡ଼ା ଜିଲ୍ଲାକୁ ସଟ୍‌ଡାଉନ୍‌ ନେଇ ଜିଲ୍ଲାପାଳ ଘୋଷଣା କରିଛନ୍ତି।

ଗତ ୨୪ ଘଣ୍ଟାରେ ରାୟଗଡ଼ାରୁ ୯୬ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଯାହା ପ୍ରଶାସନ ପାଇଁ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି କରିଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ଜିଲ୍ଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୩୮ରେ ପହଞ୍ଚିଛି। ସେଥିମଧ୍ୟରୁ ୧୩୯ଜଣ ସୁସ୍ଥ ହୋଇଥିବା ବେଳେ ୧୯୭ଜଣ ଚିକିତ୍ସାଧୀନ ଅଛନ୍ତି। ୨ଜଣଙ୍କ ମୃତ୍ୟୁ ଘଟିଛି।

ତେଣୁ କରୋନା ସଂକ୍ରମଣ ରୋକିବା ପାଇଁ ରାୟଗଡ଼ାକୁ ସପ୍ତାହେ ସଟ୍‌ଡାଉନ୍‌ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି।

Week-long-shutdown-to-be-enforced-in-rayagada-district
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories