ଡିପ୍ରେସନ୍‌ର ରୂପ ନେଲା ଲଘୁଚାପ

ଭୁବନେଶ୍ୱର: ଗତକାଲି ପୂର୍ବ କେନ୍ଦ୍ରୀୟ ଓ ଏହାର ସଂଲଗ୍ନ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ୱେଲ୍‌ମାର୍କଡ୍‌ରେ ପରିଣତ ହୋଇଥିବା ଲଘୁଚାପ କ୍ଷେତ୍ର ଆଜି ସକାଳ ୫ଟା ୩୦ରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତ(ଡିପ୍ରେସନ୍‌)ରୂପ ନେଇଛି।

ଏହା ଆହୁରି ଘନୀଭୂତ ହୋଇ ଆସନ୍ତା ୨୪ ଘଣ୍ଟାରେ ଗଭୀର ଅବପାତ(ଡିପ୍‌- ଡିପ୍ରେସନ୍‌)ର ରୂପ ନେବାର ସମ୍ଭାବନା ରହିଛି। ଏହା ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ ବିଶାଖାପାଟନମ ଠାରୁ ୪୩୦ କି.ମି. ଦୂରରେ କେନ୍ଦ୍ରୀଭୂତ ହୋଇଛି।

୧୨ ତାରିଖ ରାତି ସୁଦ୍ଧା ଏହା ଆନ୍ଧ୍ର ଉପକୂଳ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ
ଆଜିଠୁ ୧୩ ଯାଏ ଉପକୂଳ ଓଡ଼ିଶାରେ ବର୍ଷା ହୋଇପାରେ।

ଆହୁରି ପଢ଼ନ୍ତୁ

ଇଞ୍ଜିନିୟର ଏବେ ଦିନ ମଜୁରିଆ; କୋଦାଳ ଧରି ମାଟି ବୋହିଲେ

ଜେଲ୍ ଗଲେ ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ପ୍ରଧାନ; ଆୟର ୨୪୧% ଥିଲା ବେଆଇନ

କୋଭିଡ୍‌-୧୯ ସୁସ୍ଥ ହେବା ପରେ କ’ଣ କରିବେ, ପରାମର୍ଶ ଦେଲା ସ୍ୱାସ୍ଥ୍ୟ ବିଭାଗ

କରୋନାରୁ ସୁସ୍ଥ ହେଲେ ୨୭୧୬ ଜଣ ଆକ୍ରାନ୍ତ

ରକ୍ତମୁଖା ପଡ଼ୋଶୀର ବିଭତ୍ସ କାଣ୍ଡ; ରକ୍ତରେ ଭିଜିଲା ଘର ଓ ଜମି

ଆସନ୍ତାକାଲି ସନ୍ଧ୍ୟା ୬ଟାରୁ ୬ଟା ୧୫ ମିନିଟ୍‌ ଯାଏଁ ବିଜୁଳି ନଜାଳିବାକୁ ଆହ୍ୱାନ

ଭାଙ୍ଗିଯାଇଛି ପୋଲ, ସମସ୍ୟାରେ ୬ଟି ଗାଁ

ନିଲମ୍ବିତ ହେଲେ ଗୁଣପୁର ତହସିଲଦାର

ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ୱେଲ୍ ମାର୍କରେ ପରିଣତ

ପଥର ଖାଦାନରେ ଚାଲାଣକୁ ନେଇ ମୁହାଁମୁହିଁ ପେସା ଓ ସିପିଆଇଏମ୍

ବାଲେଶ୍ୱର ଉପନିର୍ବାଚନ: ଆକର୍ଷଣ ସାଜିଛନ୍ତି ୯୦ ବର୍ଷର ବେଣୁଧର

ଦଳୀୟ ନେତାଙ୍କୁ ଗୁରୁମନ୍ତ୍ର ଦେଲେ ଚେଲ୍ଲାକୁମାର

You might also like