କଟକ ପାଇଁ କ’ଣ ରହିଛି କଟକଣା? CMC ଦେଲା ତାଲିକା

କଟକ: କରୋନା କଟକଣା ସମୟରେ କଟକ ସହରରେ ସକାଳ ୭ରୁ ୧୧ଟା ଯାଏ ଖୋଲିବ ହୋଲସେଲ୍ ଓ ରିଟେଲ ଦୋକାନ। ସେହିଭଳି ଗଳି ଦୋକାନ, ଗୋଟିକିଆ ଦୋକାନ ଖୋଲିବାକୁ ଅନୁମତି ପ୍ରଦାନ କରାଯାଇଛି। ଏନେଇ ସିଏମସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ସବୁ ଦୋକାନ ୩ ଫୁଟର ସାମାଜିକ ଦୂରତ୍ୱ ବଜାୟ ରଖିବା ଜରୁରୀ ବୋଲି ବିଜ୍ଞପ୍ତିରେ କୁହାଯାଇଛି। ସେହିଭଳି ଦୋକାନ ଖୋଲିବା ସମୟରେ ସାମାଜିକ ଦୂରତ୍ୱ ରକ୍ଷା କରିବାକୁ କୁହାଯାଇଛି।

ଖିଲାପ କଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ହେବ ବୋଲି ଚେତାବନୀ ମଧ୍ୟ ଦିଆଯାଇଛି। ତେବେ ପୋଷାକ, ଇଲେକ୍ଟ୍ରୋନିକ୍ସ ସିଙ୍ଗଲ/ମଲ୍ଟି ବ୍ରାଣ୍ଡ ମଲ୍ ଖୋଲିବନି ବୋଲି ସ୍ପଷ୍ଟ କରାଯାଇଛି।

ଆହୁରି ପଢ଼ନ୍ତୁ

ପରଲୋକରେ ‘ଜହ୍ନମାମୁଁ’ ପତ୍ରିକାର ପ୍ରସିଦ୍ଧ କାର୍ଟୁନିଷ୍ଟ କେ.ସି ଶିବଶଙ୍କର

ପାନ ଖାଇ ଶ୍ରୀମନ୍ଦିରକୁ ଯାଇପାରିବେନି; ଧରା ପଡ଼ିଲେ ଗଣିବେ ଫାଇନ୍‌

ଗାନ୍ଧି ଜୟନ୍ତୀରୁ ବିଜେଡିର କୋଭିଡ୍ ମହାମାରୀ ସଚେତନତା ଅଭିଯାନ

ବିଜୁଳି ଦର ବୃଦ୍ଧି ନେଇ ସରକାରଙ୍କୁ କଂଗ୍ରେସର ଟାର୍ଗେଟ୍‌

ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍‌ର କପିକୁ ଚିରି ଦେଲେ ତାରା

ଗୃହରେ କୋଭିଡ ତାତି; କଂପାନୀଙ୍କୁ ବ୍ଲାଙ୍କ୍ ଚେକ୍ କାହିଁକି ଦିଆଯାଇଥିଲା ବୋଲି ପ୍ରଶ୍ନ କଲା ବିରୋଧୀ

ରାଜ୍ୟରେ ୩୮୯୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ମୋଟ ସୁସ୍ଥ ସଂଖ୍ୟା…

କମିବ ଘରୋଇ ସ୍କୁଲ୍‌ ଫି !

ଭୁବନେଶ୍ୱରରୁ ୩୨୯ ପଜିଟିଭ ଚିହ୍ନଟ ଓ ୩୯୫ ସୁସ୍ଥ

ହାଇକୋର୍ଟରେ ମାମଲା ଦାୟର କଲେ ସମ୍ବିତ ପାତ୍ର

୫୪ ସିଟ୍ ପାଇଁ ଉପନିର୍ବାଚନ ତାରିଖ ଘୋଷଣା କଲେ ଇସି

କରୋନା ସଂକ୍ରମଣ ଭିତରେ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ

You might also like